ନୂଆଦିଲ୍ଲୀ (ଓଡ଼ିଶା ରିପୋର୍ଟର): ରାଜ୍ୟସଭା ସଦସ୍ୟ ଭାବେ ଶପଥ ନେଇଛନ୍ତି ବିଶିଷ୍ଟ ଭାସ୍କର୍ଯୀ ଶିଳ୍ପୀ ପଦ୍ମ ବିଭୂଷଣ ରଘୁନାଥ ମହାପାତ୍ର। ତାଙ୍କ ସହ ବିଶିଷ୍ଟ ନୃତ୍ୟଶିଳ୍ପୀ ସୋନାଲ ମାନସିଂହ ମଧ୍ୟ ଶପଥ ନେଇଛନ୍ତି।
ପଦ୍ମ ବିଭୂଷଣ ରଘୁନାଥ ମହାପାତ୍ର ପଥରରେ ବିଭିନ୍ନ କାରୁକାର୍ଯ୍ୟ କରି ଦେଶ ବିଦେଶରେ ଖ୍ୟାତି ଅର୍ଜନ କରିଛନ୍ତି। ନୃତ୍ୟଶିଳ୍ପୀ ସୋନାଲ ମାନସିଂହ ଓଡ଼ିଶୀ ଓ ଭାରତନାଟ୍ୟମ୍ରେ ବେଶ ନିପୁଣ। ଏଥିସହ ମଣିପୁରୀ ଓ କୁଚିପୁଡ଼ି ନୃତ୍ୟରେ ମଧ୍ୟ ତାଙ୍କର ଦକ୍ଷତା ରହିଛି। ଉଭୟଙ୍କୁ ରାଜ୍ୟସଭା ସଦସ୍ୟ ଭାବେ ରଥଯାତ୍ରା ଦିନ ମନୋନୀତ କରିଥିଲେ ରାଷ୍ଟ୍ରପତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ବଡ଼ ଭୁଲ: କପିଲ ମିଶ୍ରାଙ୍କୁ ଟିକେଟ ମିଳିବା ପରେ ଅସନ୍ତୋଷ ଝାଡ଼ିଲେ ବିଜେପି ବିଧାୟକ
ମୋହନ ସିଂହଙ୍କ ବଦଳରେ ୨୦୨୫ ବିଧାନସଭା ନିର୍ବାଚନରେ କରୱାଲ ନଗର ଆସନରୁ କପିଲ ମିଶ୍ରା ବିଜେପି ଟିକେଟରେ ଲଢ଼ିବେ। ଦଳର ଏପରି ପଦକ୍ଷେପକୁ ବଡ଼ ତ୍ରୁଟି ବୋଲି ମୋହନ ସିଂହ କହିଛନ୍ତି।
Politics
କଂଗ୍ରେସର ବଡ଼ ପ୍ରତିଶ୍ରୁତି: ଶିକ୍ଷିତ ବେକାରଙ୍କୁ ମିଳିବ ୮,୫୦୦ ଟଙ୍କା
ଯଦି କଂଗ୍ରେସ ୧୫ ବର୍ଷର ବନବାସ ପରେ ଦିଲ୍ଲୀରେ କ୍ଷମତାକୁ ଫେରିବ, ତା’ହେଲେ ସମସ୍ତ ଶିକ୍ଷିତ ବେକାରଙ୍କୁ ମିଳିବ ୮,୫୦୦ ଟଙ୍କା।
National
ମହାୟୁତିରେ ଫାଟ! ଦିଲ୍ଲୀରେ ଏକା ଲଢ଼ିବ ଏନ୍ସିପି
ଆସନ୍ତା ଫେବ୍ରୁଆରୀ ୫ ତାରିଖରେ ଦିଲ୍ଲୀର ୭୦ଟି ବିଧାନସଭା ଆସନ ପାଇଁ ନିର୍ବାଚନ ହେବ।
National
ଶାହଙ୍କୁ ଟାର୍ଗେଟ୍, କେଜ୍ରିଓ୍ୱାଲ କହିଲେ- ବିଜେପି ସତ୍ତାକୁ ଆସିଲେ ଲୋପ ପାଇଯିବ ବସ୍ତି
ଆସନ୍ତା ଫେବ୍ରୁଆରୀ ୫ ତାରିଖରେ ଦିଲ୍ଲୀର ୭୦ଟି ବିଧାନସଭା ଆସନ ପାଇଁ ଭୋଟିଂ ହେବ। ୮ ତାରିଖରେ ଭୋଟ୍ ଗଣତି ହେବ।