ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୬ ତାରିଖରେ ଓଡ଼ିଶା ଆସିବେ କଂଗ୍ରେସ ସଭାପତି ରାହୁଲ ଗାନ୍ଧି। ଏହି ଅବସରରେ ସେ ବାଲେଶ୍ୱରରେ ନିର୍ବାଚନୀ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏଥିସହ ଜଗତସିଂହପୁରରେ ମଧ୍ୟ ସଭା କରିପାରନ୍ତି ରାହୁଲ। କଂଗ୍ରେସ ସଭାପତିଙ୍କ ଓଡ଼ିଶା ଗସ୍ତ ନେଇ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ମାନସ ଚୌଧୁରୀ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ମାର୍ଚ୍ଚ ୧୫ ତାରିଖରେ ରାହୁଲ ଗାନ୍ଧି ଓଡ଼ିଶା ଆସିଥିଲେ। ବରଗଡ଼ରେ ନିର୍ବାଚନୀ ସଭାରେ ସେ ଯୋଗ ଦେଇଥିଲେ। କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷଥିଲେ ରାହୁଲ।
ଅଧିକ ପଢ଼ନ୍ତୁ-ନବୀନ ଓ ମୋଦିଙ୍କ ଉପରେ ବର୍ଷିଲେ ରାହୁଲ
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।