କେନ୍ଦ୍ରାପଡ଼ାରେ ବିଭିନ୍ନ ହୋଟେଲ ଓ ଲଜରେ ଚଢ଼ଉ

କେନ୍ଦ୍ରାପଡ଼ା(ଓଡ଼ିଶା ରିପୋର୍ଟର): ରାତି ପାହିଲେ ହେବ ମତଦାନ। ତା’ପୂର୍ବରୁ ଆଜି ରାତିରେ କେନ୍ଦ୍ରାପଡ଼ାର ବିଭିନ୍ନ ସ୍ଥାନରେ ଚଢ଼ଉ ଜାରି ରହିଛି। ନିର୍ବାଚନମଣ୍ଡଳୀରେ ବାହାର ନେତା ଅଛନ୍ତି ନା ନାହିଁ ତାକୁ ନେଇ ଚଢ଼ଉ ଜାରି ରହିଛି। କେନ୍ଦ୍ରାପଡ଼ା ସହରର ବିଭିନ୍ନ ହୋଟେଲ ଓ ଲଜରେ ରିଟର୍ଣ୍ଣିଂ ଅଫିସରଙ୍କ ନେତୃତ୍ୱରେ ଏହି ଚଢ଼ଉ ହେଉଛି। କେନ୍ଦ୍ରାପଡ଼ା ଉପଜିଲ୍ଲାପାଳ ସଞ୍ଜୟ କୁମାର ମିଶ୍ର କହିଛନ୍ତି-“୧୫ରୁ ୨୦ ପ୍ରତିଶତ ରୁମ୍‌ରେ ଲୋକ ଅଛନ୍ତି। ଅଧିକାଂଶ ରୁମ୍‌ରେ ତାଲା ପଡ଼ିଛି। ସେହି ରୁମ୍‌ […]

hotel

hotel

Manoranjan Sial
  • Published: Sunday, 28 April 2019
  • Updated: 28 April 2019, 10:28 PM IST

Sports

Latest News

କେନ୍ଦ୍ରାପଡ଼ା(ଓଡ଼ିଶା ରିପୋର୍ଟର): ରାତି ପାହିଲେ ହେବ ମତଦାନ। ତା’ପୂର୍ବରୁ ଆଜି ରାତିରେ କେନ୍ଦ୍ରାପଡ଼ାର ବିଭିନ୍ନ ସ୍ଥାନରେ ଚଢ଼ଉ ଜାରି ରହିଛି। ନିର୍ବାଚନମଣ୍ଡଳୀରେ ବାହାର ନେତା ଅଛନ୍ତି ନା ନାହିଁ ତାକୁ ନେଇ ଚଢ଼ଉ ଜାରି ରହିଛି। କେନ୍ଦ୍ରାପଡ଼ା ସହରର ବିଭିନ୍ନ ହୋଟେଲ ଓ ଲଜରେ ରିଟର୍ଣ୍ଣିଂ ଅଫିସରଙ୍କ ନେତୃତ୍ୱରେ ଏହି ଚଢ଼ଉ ହେଉଛି।

କେନ୍ଦ୍ରାପଡ଼ା ଉପଜିଲ୍ଲାପାଳ ସଞ୍ଜୟ କୁମାର ମିଶ୍ର କହିଛନ୍ତି-“୧୫ରୁ ୨୦ ପ୍ରତିଶତ ରୁମ୍‌ରେ ଲୋକ ଅଛନ୍ତି। ଅଧିକାଂଶ ରୁମ୍‌ରେ ତାଲା ପଡ଼ିଛି। ସେହି ରୁମ୍‌ ଗୁଡ଼ିକୁ ଖୋଲି ଦେଖିଲୁ। ପରବର୍ତ୍ତୀ ସମୟରେ ସେମିତି କିଛି ସୂଚନା ମିଳିଲେ ରାତିରେ ପୁଣି ଚଢ଼ଉ ହେବ।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos