ରାୟଗଡ଼ା: ବଜ୍ରପାତରେ ୧୦ ଆହତ

ରାୟଗଡ଼ା: ବଜ୍ରପାତରେ ରାୟଗଡ଼ା ଜିଲ୍ଲା ରାମନାଗୁଡ଼ା ଅନ୍ତର୍ଗତ ଢେପାଗୁଡ଼ା ଗାଁରେ ୧୦ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ଗୁଣପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆଜି ଢେପାଗୁଡ଼ା ଅଞ୍ଚଳରେ ପ୍ରବଳ ବର୍ଷା ହୋଇଥିଲା। ଏହା ସତ୍ତ୍ୱେ ଲୋକେ ବିଲରେ କାମ କରୁଥିଲେ। ହଠାତ୍‌ ବଜ୍ରପାତ ହେବାରୁ ୧୦ ଜଣ ଆହତ ହୋଇଥିଲେ। ସେମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

lighting

Rakesh Mallick
  • Published: Thursday, 06 October 2016
  • , Updated: 06 October 2016, 07:42 PM IST

ରାୟଗଡ଼ା: ବଜ୍ରପାତରେ ରାୟଗଡ଼ା ଜିଲ୍ଲା ରାମନାଗୁଡ଼ା ଅନ୍ତର୍ଗତ ଢେପାଗୁଡ଼ା ଗାଁରେ ୧୦ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ଗୁଣପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଆଜି ଢେପାଗୁଡ଼ା ଅଞ୍ଚଳରେ ପ୍ରବଳ ବର୍ଷା ହୋଇଥିଲା। ଏହା ସତ୍ତ୍ୱେ ଲୋକେ ବିଲରେ କାମ କରୁଥିଲେ। ହଠାତ୍‌ ବଜ୍ରପାତ ହେବାରୁ ୧୦ ଜଣ ଆହତ ହୋଇଥିଲେ। ସେମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Related story