ନୟାଗଡ଼(ଆର୍ତ୍ତତ୍ରାଣ ପ୍ରଧାନ): ଆଉ ପାଦେ ଆଗେଇଲା ଖୋର୍ଦ୍ଧା-ବଲାଙ୍ଗିର ରେଳପଥ। ପୂର୍ବରୁ ଖୋର୍ଦ୍ଧାରୁ ନୟାଗଡ଼ ପର୍ଯ୍ୟନ୍ତ ନିୟମିତ ଟ୍ରେନ ଚଳାଚଳ କରିଥିବା ବେଳେ ଆଜି ନୟାଗଡ଼ରୁ ମହିପୁର ଷ୍ଟେସନ ପର୍ଯ୍ୟନ୍ତ ଗଡ଼ିଛି ରେଳ ଇଞ୍ଜିନ। ନବନିର୍ମିତ ଏହି ୧୨ କିଲୋମିଟର ରେଳ ଟ୍ରାକ୍ ଉପରେ ପରୀକ୍ଷାମୂଳକ ଭାବେ ରେଳ ଇଞ୍ଜିନ ଗଡ଼ିଛି। ଏହି ଟ୍ରାକ୍ରେ ସଫଳତାର ସହ ରେଳ ଇଞ୍ଜିନ ଗଡ଼ିଥିବା ଜଣାପଡ଼ିଛି। ଏହିସମୟରେ ପୂର୍ବତଟ ରେଳ ପଥର ଯନ୍ତ୍ରୀ ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ତେବେ ବିଧିବଦ୍ଧ ଭାବେ କେବେଠାରୁ ମହିପୁରକୁ ଟ୍ରେନ୍ ଚଳାଚଳ କରିବ, ତାହା ଜଣାପଡ଼ି ନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।