ଫୋନି’ ମୁକାବିଲା: ରେଲୱେ ଜାରିକଲା ହେଲ୍‌ପ ଲାଇନ୍‌

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବାତ୍ୟା ‘ଫୋନି’ ଆସନ୍ତାକାଲି ପୁରୀ ଆଖପାଖ ଅଞ୍ଚଳରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି। ଏହା ପୂର୍ବରୁ ସତର୍କ ହୋଇଛି ପୂର୍ବତଟ ରେଳପଥ। ସେଥିପାଇଁ ହାୱଡା-ବିଜୟନଗରମ୍‌ ମଧ୍ୟରେ ଚଳାଚଳ କରୁଥିବା ୧୦୭ ଟ୍ରେନ୍‌ ବାତିଲ କରି ଦିଆଯାଇଛି। ଯାତ୍ରୀଙ୍କ ସୁରକ୍ଷା ଓ ନିରାପତ୍ତା ଦୃଷ୍ଟିରୁ ଏଭଳି ପଦକ୍ଷେପ ନିଆଯାଇଛି। ଏଥିପାଇଁ ରେଳ ବିଭାଗ ପକ୍ଷରୁ ହେଲ୍‌ପ ଲାଇନ ନମ୍ବର ଜାରି କରାଯାଇଛି। ଭୁବନେଶ୍ୱର ପାଇଁ ୦୬୭୪-୨୩୦୩୦୬୦, ୨୩୦୧୫୨୫, ୨୩୦୧୬୨୫ ଓ ଖୋର୍ଦ୍ଧା ରୋଡ୍ ପାଇଁ […]

Railway-announces-helpline-numbers-for-passengers-stranded-due-to-cancellation

Manoranjan Sial
  • Published: Thursday, 02 May 2019
  • Updated: 02 May 2019, 08:29 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବାତ୍ୟା ‘ଫୋନି’ ଆସନ୍ତାକାଲି ପୁରୀ ଆଖପାଖ ଅଞ୍ଚଳରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି। ଏହା ପୂର୍ବରୁ ସତର୍କ ହୋଇଛି ପୂର୍ବତଟ ରେଳପଥ। ସେଥିପାଇଁ ହାୱଡା-ବିଜୟନଗରମ୍‌ ମଧ୍ୟରେ ଚଳାଚଳ କରୁଥିବା ୧୦୭ ଟ୍ରେନ୍‌ ବାତିଲ କରି ଦିଆଯାଇଛି। ଯାତ୍ରୀଙ୍କ ସୁରକ୍ଷା ଓ ନିରାପତ୍ତା ଦୃଷ୍ଟିରୁ ଏଭଳି ପଦକ୍ଷେପ ନିଆଯାଇଛି।

ଏଥିପାଇଁ ରେଳ ବିଭାଗ ପକ୍ଷରୁ ହେଲ୍‌ପ ଲାଇନ ନମ୍ବର ଜାରି କରାଯାଇଛି। ଭୁବନେଶ୍ୱର ପାଇଁ ୦୬୭୪-୨୩୦୩୦୬୦, ୨୩୦୧୫୨୫, ୨୩୦୧୬୨୫ ଓ ଖୋର୍ଦ୍ଧା ରୋଡ୍ ପାଇଁ ୦୬୭୪-୨୪୯୦୦୧୦, ୨୪୯୨୫୧୧, ୨୪୯୨୬୧୧ ହେଲ୍‌ପ ଲାଇନ୍‌ ନମ୍ୱର ଜାରି କରାଯାଇଛି। ସେହିପରି ସମ୍ବଲପୁର ପାଇଁ ୦୬୬୩- ୨୫୩୨୨୩୦, ୨୫୩୩୦୩୭, ୨୫୩୨୩୦୨; ପୁରୀ ପାଇଁ ୦୬୭୫୨-୨୨୫୯୨୨, ଭଦ୍ରକ ପାଇଁ ୦୬୭୮୪-୨୩୦୮୨୭, କଟକ: ୦୬୭୧-୨୨୦୧୮୬୫, ବ୍ରହ୍ମପୁର ପାଇଁ ୦୬୮୦-୨୨୨୯୬୩୨, ବିଶାଖାପାଟନମ୍ ପାଇଁ ୦୮୯୧- ୨୭୪୬୨୫୫, ୦୮୯୧- ୧୦୭୨ ହେଲ୍‌ପ ଲାଇନ୍‌ ନମ୍ୱର ଜାରି କରିଛି ରେଳ ବିଭାଗ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story