ଧୋଇଗଲା ରେଳ ଲାଇନ୍, କେଉଁଠି ବଦଳିଲା ଗତିପଥ, କେଉଁଠି ବାତିଲ

ରାୟଗଡ଼ା(ଓଡ଼ିଶା ରିପୋର୍ଟର): ପ୍ରବଳ ବର୍ଷା ଯୋଗୁ ରେଳ ସେବା ବାଧାପ୍ରାପ୍ତ ହୋଇଛି। ରାୟଗଡ଼ା-ଟିଟିଲାଗଡ଼ ଷ୍ଟେସନ ମଧ୍ୟରେ ଡାଇକାଲୁ-ଅମ୍ବାଦଳା ରେଳ ଲାଇନ୍ ବର୍ଷାରେ କ୍ଷତିଗ୍ରସ୍ତ ହୋଇଥିବାରୁ ରେଳ ସେବାରେ ବାଧା ଉପୁଜିଛି। କିଛି ଟ୍ରେନ୍‌ର ସମୟ ପରିବର୍ତ୍ତନ ହୋଇଥିବା ବେଳେ ଆଉ କେତେକ ବାତିଲ ହୋଇଛି। ସେହିପରି ଆଉ କିଛି ଟ୍ରେନର ଗତିପଥରେ ପରିବର୍ତ୍ତନ କରାଯାଇଛି। ଆଜି ପାଇଁ ରାୟପୁର-ବିଶାଖାପାଟଣା ପାସେଞ୍ଜର ଟ୍ରେନ୍, ସମ୍ବଲପୁର-ଜୁନାଗଡ଼ ରୋଡ଼ ପାସେଞ୍ଜର, ସମ୍ବଲପୁର-କୋରାପୁଟ ପାସେଞ୍ଜରକୁ ଉଭୟ ପଟୁ ବାତିଲ କରାଯାଇଛି। ଗତ ୫ତାରିଖରୁ […]

train,,,,

train,,,,

Tapaswini Nayak
  • Published: Thursday, 08 August 2019
  • Updated: 08 August 2019, 07:46 AM IST

Sports

Latest News

ରାୟଗଡ଼ା(ଓଡ଼ିଶା ରିପୋର୍ଟର): ପ୍ରବଳ ବର୍ଷା ଯୋଗୁ ରେଳ ସେବା ବାଧାପ୍ରାପ୍ତ ହୋଇଛି। ରାୟଗଡ଼ା-ଟିଟିଲାଗଡ଼ ଷ୍ଟେସନ ମଧ୍ୟରେ ଡାଇକାଲୁ-ଅମ୍ବାଦଳା ରେଳ ଲାଇନ୍ ବର୍ଷାରେ କ୍ଷତିଗ୍ରସ୍ତ ହୋଇଥିବାରୁ ରେଳ ସେବାରେ ବାଧା ଉପୁଜିଛି। କିଛି ଟ୍ରେନ୍‌ର ସମୟ ପରିବର୍ତ୍ତନ ହୋଇଥିବା ବେଳେ ଆଉ କେତେକ ବାତିଲ ହୋଇଛି।

ସେହିପରି ଆଉ କିଛି ଟ୍ରେନର ଗତିପଥରେ ପରିବର୍ତ୍ତନ କରାଯାଇଛି। ଆଜି ପାଇଁ ରାୟପୁର-ବିଶାଖାପାଟଣା ପାସେଞ୍ଜର ଟ୍ରେନ୍, ସମ୍ବଲପୁର-ଜୁନାଗଡ଼ ରୋଡ଼ ପାସେଞ୍ଜର, ସମ୍ବଲପୁର-କୋରାପୁଟ ପାସେଞ୍ଜରକୁ ଉଭୟ ପଟୁ ବାତିଲ କରାଯାଇଛି।

ଗତ ୫ତାରିଖରୁ ଅହମ୍ମଦାବାଦରୁ ବାହାରିଥିବା ଅହମ୍ମଦାବାଦ-ପୁରୀ ଏକ୍ସପ୍ରେସ୍ ଟ୍ରେନର ରୁଟ୍ ପରିବର୍ତ୍ତନ କରାଯାଇଛି। ଏହି ଟ୍ରେନ୍ ଟିଟିଲାଗଡ଼, ସମ୍ବଲପୁର ଓ ଅନୁଗୋଳ ଦେଇ ଖୋର୍ଦ୍ଧା ରୋଡ଼ରେ ପହଞ୍ଚିବ।

ସେହିପରି ବିଶାଖପାଟଣା-ନିଜାମଦ୍ଦିନ ସମତା ଏକ୍ସପ୍ରେସର ମଧ୍ୟ ରୁଟ୍ ପରିବର୍ତ୍ତନ କରାଯାଇଛି।

ଗତକାଲି ଭୁବନେଶ୍ୱରରୁ ବାହାରିଥିବା ଭୁବନେଶ୍ୱର-ଜୁନାଗଡ ଏକ୍ସପ୍ରେସ୍ ରାୟଗଡ଼ା ପର୍ଯ୍ୟନ୍ତ ଚଳାଚଳ କରିବ। ଆହୁରି ଅନେକ ଟ୍ରେନର ଗତିପଥରେ ପରିବର୍ତ୍ତନ କରାଯାଇଥିବା ବେଳେ କିଛି ଟ୍ରେନ୍‌କୁ ‌ଆଂଶିକ ବାତିଲ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story