Advertisment

ଭାବବିହ୍ୱଳ ହେଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଭାବବିହ୍ୱଳ ହେଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ନିଖୋଜ ବ୍ୟକ୍ତିଙ୍କୁ ଖୋଜି ଠାବ କରିବା ତଥା ସେମାନଙ୍କୁ ନିଜ ନିଜ ପରିବାର ଲୋକଙ୍କୁ ହସ୍ତାନ୍ତର କରିବା ଆମର ବଡ଼ ଦାୟିତ୍ୱ, ଭାବବିହ୍ୱଳ କଣ୍ଠରେ ଏଭଳି କହିଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ।

Advertisment

ଭାବବିହ୍ୱଳ ହେଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ନିଖୋଜ ବ୍ୟକ୍ତିଙ୍କୁ ଖୋଜି ଠାବ କରିବା ତଥା ସେମାନଙ୍କୁ ନିଜ ନିଜ ପରିବାର ଲୋକଙ୍କୁ ହସ୍ତାନ୍ତର କରିବା ଆମର ବଡ଼ ଦାୟିତ୍ୱ, ଭାବବିହ୍ୱଳ କଣ୍ଠରେ ଏଭଳି କହିଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଯୁଦ୍ଧକାଳୀନ ଭିତ୍ତିରେ ଟ୍ରାକ୍ ମରାମତି ସରିଥିବାରୁ ରେଳବାହୀ କର୍ମଚାରୀ ଓ ଶ୍ରମିକ ମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ଅଶ୍ୱିନୀ ବୈଷ୍ଣବ। ସମସ୍ତଙ୍କ ଅକ୍ଲାନ୍ତ ପରିଶ୍ରମ ଯୋଗୁଁ ଏହା ସଫଳ ହୋଇପାରିଲା ବୋଲି ସେ କହିଛନ୍ତି।   

Advertisment
Train Accident Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe