ବାତ୍ୟା ‘ଫୋନି’: ଆଉ ୪୦ଟି ଟ୍ରେନ୍‌ ବାତିଲ କଲା ରେଳ ବିଭାଗ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାତ୍ୟା ‘ଫୋନି’ ପାଇଁ ପୂର୍ବତଟ ରେଲୱେ ଆଜି ଆଉ ୪୦ଟି ଟ୍ରେନ୍‌ ବାତିଲ କରିଛି। ଯାତ୍ରୀଙ୍କ ନିରାପତ୍ତା ଓ ସୁରକ୍ଷାକୁ ଦେଖି ପୂର୍ବତଟ ରେଲୱେ ଏପରି ପଦକ୍ଷେପ ନେଇଛି। ଆଜି ପାଇଁ ୩ଟି, ଆସନ୍ତାକାଲି ୨୧ଟି ଓ ୪ ତାରିଖ ପାଇଁ ୧୬ଟି ଟ୍ରେନ ବାତିଲ କରାଯାଇଛି। ସେହିପରି ବିଶାଖା ଏକ୍ସପ୍ରେସ୍‌କୁ ୨ ପାର୍ଶ୍ୱରୁ ଆଂଶିକ ବାତିଲ ବାତିଲ କରାଯାଇଛି। ପୂର୍ବରୁ ପୂର୍ବତଟ ରେଲୱେ ୧୦୭ଟି ଟ୍ରେନ ବାତିଲ କରିଛି। ଏଥିସହ ରେଳ ବିଭାଗ […]

new-train

new-train

Manoranjan Sial
  • Published: Thursday, 02 May 2019
  • Updated: 02 May 2019, 08:39 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାତ୍ୟା ‘ଫୋନି’ ପାଇଁ ପୂର୍ବତଟ ରେଲୱେ ଆଜି ଆଉ ୪୦ଟି ଟ୍ରେନ୍‌ ବାତିଲ କରିଛି। ଯାତ୍ରୀଙ୍କ ନିରାପତ୍ତା ଓ ସୁରକ୍ଷାକୁ ଦେଖି ପୂର୍ବତଟ ରେଲୱେ ଏପରି ପଦକ୍ଷେପ ନେଇଛି। ଆଜି ପାଇଁ ୩ଟି, ଆସନ୍ତାକାଲି ୨୧ଟି ଓ ୪ ତାରିଖ ପାଇଁ ୧୬ଟି ଟ୍ରେନ ବାତିଲ କରାଯାଇଛି। ସେହିପରି ବିଶାଖା ଏକ୍ସପ୍ରେସ୍‌କୁ ୨ ପାର୍ଶ୍ୱରୁ ଆଂଶିକ ବାତିଲ ବାତିଲ କରାଯାଇଛି।
ପୂର୍ବରୁ ପୂର୍ବତଟ ରେଲୱେ ୧୦୭ଟି ଟ୍ରେନ ବାତିଲ କରିଛି। ଏଥିସହ ରେଳ ବିଭାଗ ହେଲ୍‌ପ ଲାଇନ ନମ୍ବର ଜାରି କରିଛି। ଭୁବନେଶ୍ୱର ପାଇଁ ୦୬୭୪-୨୩୦୩୦୬୦, ୨୩୦୧୫୨୫, ୨୩୦୧୬୨୫ ଓ ଖୋର୍ଦ୍ଧା ରୋଡ୍ ପାଇଁ ୦୬୭୪-୨୪୯୦୦୧୦, ୨୪୯୨୫୧୧, ୨୪୯୨୬୧୧ ହେଲ୍‌ପ ଲାଇନ୍‌ ନମ୍ୱର ଜାରି ହୋଇଛି।
ସେହିପରି ସମ୍ବଲପୁର ପାଇଁ ୦୬୬୩- ୨୫୩୨୨୩୦, ୨୫୩୩୦୩୭, ୨୫୩୨୩୦୨; ପୁରୀ ପାଇଁ ୦୬୭୫୨-୨୨୫୯୨୨, ଭଦ୍ରକ ପାଇଁ ୦୬୭୮୪-୨୩୦୮୨୭, କଟକ: ୦୬୭୧-୨୨୦୧୮୬୫, ବ୍ରହ୍ମପୁର ପାଇଁ ୦୬୮୦-୨୨୨୯୬୩୨, ବିଶାଖାପାଟନମ୍ ପାଇଁ ୦୮୯୧- ୨୭୪୬୨୫୫, ୦୮୯୧- ୧୦୭୨ ହେଲ୍‌ପ ଲାଇନ୍‌ ନମ୍ୱର ଜାରି କରିଛି ରେଳ ବିଭାଗ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story