ସନ୍ଧ୍ୟା ସାଢ଼େ ୬ଟା ଯାଏ ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସାରା ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ମଧ୍ୟ ବର୍ଷା ହୋଇପାରେ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସନ୍ଧ୍ୟା ୬ଟା ୩୦ ଯାଏ ସତର୍କ ରହିବାକୁ ୧୦ଟି ଜିଲ୍ଲାକୁ ପରାମର୍ଶ ଦିଆଯାଇଛି। ଏହି ସମୟ ମଧ୍ୟରେ ବର୍ଷା ଓ ବଜ୍ରପାତ ହେବା ଆଶଙ୍କା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି କୋରାପୁଟ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ଦେବଗଡ଼, ମାଲକାନଗିରି ଓ ନବରଙ୍ଗପୁର।

rain

rain

Jitendra Garnayak
  • Published: Sunday, 19 August 2018
  • Updated: 19 August 2018, 09:15 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସାରା ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ମଧ୍ୟ ବର୍ଷା ହୋଇପାରେ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ସନ୍ଧ୍ୟା ୬ଟା ୩୦ ଯାଏ ସତର୍କ ରହିବାକୁ ୧୦ଟି ଜିଲ୍ଲାକୁ ପରାମର୍ଶ ଦିଆଯାଇଛି। ଏହି ସମୟ ମଧ୍ୟରେ ବର୍ଷା ଓ ବଜ୍ରପାତ ହେବା ଆଶଙ୍କା ରହିଛି।

ଏହି ଜିଲ୍ଲା ଗୁଡ଼ିକ ହେଉଛି କୋରାପୁଟ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ଦେବଗଡ଼, ମାଲକାନଗିରି ଓ ନବରଙ୍ଗପୁର।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos