୧୭ ଜିଲ୍ଲାକୁ ବର୍ଷା, ବଜ୍ରପାତ ଆଲର୍ଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପୂର୍ବାହ୍ନ ୧୧ଟା ଯାଏଁ ୧୭ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତ ନେଇ ସତର୍କ ସୂଚନା ଦେଲା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ଜିଲ୍ଲାଗୁଡ଼ିକ ହେଉଛି କନ୍ଧମାଳ, ବୌଦ୍ଧ, ଜଗତସିଂହପୁର, କଟକ ସହର ସମେତ କଟକ ଜିଲ୍ଲା,ଭୁବନେଶ୍ୱର ସହର ସମେତ ଖୋର୍ଦ୍ଧା ଜିଲ୍ଲା। ଏହାବ୍ୟତୀତ ରାୟଗଡ଼ା, ଯାଜପୁର, ସୁବର୍ଣ୍ଣପୁର  ଜିଲ୍ଲା, ମୟୂରଭଞ୍ଜ, ଭଦ୍ରକ, ଅନୁଗୁଳ, ସମ୍ବଲପୁର, ନୟାଗଡ଼, ଗଞ୍ଜାମ ଜିଲ୍ଲା, ମୟୂରଭଞ୍ଜ, ଭଦ୍ରକ, ଅନୁଗୁଳ, ସମ୍ବଲପୁର, ନୟାଗଡ଼, ଗଞ୍ଜାମ ଜିଲ୍ଲାରେ […]

rain-111

rain-111

Niharika Rout
  • Published: Wednesday, 14 October 2020
  • Updated: 14 October 2020, 08:35 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପୂର୍ବାହ୍ନ ୧୧ଟା ଯାଏଁ ୧୭ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତ ନେଇ ସତର୍କ ସୂଚନା ଦେଲା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଏହି ଜିଲ୍ଲାଗୁଡ଼ିକ ହେଉଛି କନ୍ଧମାଳ, ବୌଦ୍ଧ, ଜଗତସିଂହପୁର, କଟକ ସହର ସମେତ କଟକ ଜିଲ୍ଲା,ଭୁବନେଶ୍ୱର ସହର ସମେତ ଖୋର୍ଦ୍ଧା ଜିଲ୍ଲା। ଏହାବ୍ୟତୀତ ରାୟଗଡ଼ା, ଯାଜପୁର, ସୁବର୍ଣ୍ଣପୁର  ଜିଲ୍ଲା, ମୟୂରଭଞ୍ଜ, ଭଦ୍ରକ, ଅନୁଗୁଳ, ସମ୍ବଲପୁର, ନୟାଗଡ଼, ଗଞ୍ଜାମ ଜିଲ୍ଲା, ମୟୂରଭଞ୍ଜ, ଭଦ୍ରକ, ଅନୁଗୁଳ, ସମ୍ବଲପୁର, ନୟାଗଡ଼, ଗଞ୍ଜାମ ଜିଲ୍ଲାରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି।

ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। କଟକ ଓ ଭୁବନେଶ୍ୱରରେ ଆଜି ସକାଳୁ ତୁହାକୁ ତୁହା ବର୍ଷା ଲାଗି ରହିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story