୧୮ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଦିନ ୧୧ଟା ସୁଦ୍ଧା  ୧୮ ଜିଲ୍ଲାରେ ଲାଗି ରହିବ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି। ନବରଙ୍ଗପୁର, ରାୟଗଡ଼ା, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ନୂଆପଡ଼ା ଜିଲ୍ଲା, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି, ବରଗଡ଼, ଅନୁଗୁଳ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବା କହିଛି ପାଣିପାଗ ବିଭାଗ। ଗତ କିଛି ଦିନ ଧରି ରାଜ୍ୟରେ ଲାଗି ରହିଥିବା […]

HEAVY-RAIN-1

HEAVY-RAIN-1

Niharika Rout
  • Published: Thursday, 27 August 2020
  • Updated: 27 August 2020, 09:07 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଦିନ ୧୧ଟା ସୁଦ୍ଧା  ୧୮ ଜିଲ୍ଲାରେ ଲାଗି ରହିବ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।

ନବରଙ୍ଗପୁର, ରାୟଗଡ଼ା, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ନୂଆପଡ଼ା ଜିଲ୍ଲା, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି, ବରଗଡ଼, ଅନୁଗୁଳ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବା କହିଛି ପାଣିପାଗ ବିଭାଗ।

ଗତ କିଛି ଦିନ ଧରି ରାଜ୍ୟରେ ଲାଗି ରହିଥିବା ଲଗାଣ ବର୍ଷା ହେତୁ ବହୁ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ସହ ବିପଦ ସଙ୍କେତ ଉପରେ ବନ୍ୟା ଜଳ ପ୍ରବାହିତ ହେଉଛି। ମୁଖ୍ୟତଃ ବୈତରଣୀ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ବାଲେଶ୍ୱର, ଢେଙ୍କାନାଳ, ଅନୁଗୋଳ, ଯାଜପୁର, ସୁନ୍ଦରଗଡ଼ ଆଦି ଜିଲ୍ଲାରେ ସ୍ଥିତି ଗମ୍ଭୀର ରହିଛି।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos