ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଦିନ ୧୧ଟା ସୁଦ୍ଧା ୧୮ ଜିଲ୍ଲାରେ ଲାଗି ରହିବ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।
ନବରଙ୍ଗପୁର, ରାୟଗଡ଼ା, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ନୂଆପଡ଼ା ଜିଲ୍ଲା, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି, ବରଗଡ଼, ଅନୁଗୁଳ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବା କହିଛି ପାଣିପାଗ ବିଭାଗ।
ଗତ କିଛି ଦିନ ଧରି ରାଜ୍ୟରେ ଲାଗି ରହିଥିବା ଲଗାଣ ବର୍ଷା ହେତୁ ବହୁ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ସହ ବିପଦ ସଙ୍କେତ ଉପରେ ବନ୍ୟା ଜଳ ପ୍ରବାହିତ ହେଉଛି। ମୁଖ୍ୟତଃ ବୈତରଣୀ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ବାଲେଶ୍ୱର, ଢେଙ୍କାନାଳ, ଅନୁଗୋଳ, ଯାଜପୁର, ସୁନ୍ଦରଗଡ଼ ଆଦି ଜିଲ୍ଲାରେ ସ୍ଥିତି ଗମ୍ଭୀର ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।