ଏହିସବୁ ଜିଲ୍ଲାରେ ହୋଇପାରେ ଘୂର୍ଣ୍ଣିଝଡ଼ ସହ କୁଆପଥର ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ଦୁଇ ଦିନ ଯାଏ ରାଜ୍ୟର ଅଧିକାଂଶ ଅଞ୍ଚଳରେ ଘୂର୍ଣ୍ଣିଝଡ଼ ସହ କୂଆପଥର ବର୍ଷା ହୋଇପାରେ। ଏହାସହ ବ୍ରଜପାତ ହେବାର ମଧ୍ୟ ସମ୍ଭାବନା ରହିଛି। ଏପରିକି ସ୍ଥାନେ ସ୍ଥାନେ ମଧ୍ୟମରୁ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍.ଆର୍.ବିଶ୍ୱାସ କହିଛନ୍ତି ଯେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାରେ ଘୂର୍ଣ୍ଣି ଝଡ଼ ସହ ବ୍ରଜପାତ ହେବ […]

rain..99

rain..99

Tapaswini Nayak
  • Published: Thursday, 23 April 2020
  • Updated: 23 April 2020, 12:40 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ଦୁଇ ଦିନ ଯାଏ ରାଜ୍ୟର ଅଧିକାଂଶ ଅଞ୍ଚଳରେ ଘୂର୍ଣ୍ଣିଝଡ଼ ସହ କୂଆପଥର ବର୍ଷା ହୋଇପାରେ। ଏହାସହ ବ୍ରଜପାତ ହେବାର ମଧ୍ୟ ସମ୍ଭାବନା ରହିଛି। ଏପରିକି ସ୍ଥାନେ ସ୍ଥାନେ ମଧ୍ୟମରୁ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍.ଆର୍.ବିଶ୍ୱାସ କହିଛନ୍ତି ଯେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାରେ ଘୂର୍ଣ୍ଣି ଝଡ଼ ସହ ବ୍ରଜପାତ ହେବ ଓ ଜୋରରେ ପବନ ବୋହିବ।”

ସେ ଆହୁରି କହିଛନ୍ତି ଯେ ଦେବଗଡ଼, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ, ଯାଜପୁର ଓ କଟକରେ ଘୂର୍ଣ୍ଣିଝଡ ସହ ବଜ୍ରପାତ ହେବ। ଏହାସହ ୪୦ ରୁ ୪୫ କିମି ବେଗରେ ପବନ ବୋହିବ। କୁଆପଥର ସହ ପ୍ରବଳ ବର୍ଷା ମଧ୍ୟ ହେବ।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story