ହୋଇପାରେ ଝଡ଼ବର୍ଷା, ସତର୍କ ରହିବାକୁ ୪ ଜିଲ୍ଲାବାସୀଙ୍କୁ ପରାମର୍ଶ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୪ଟି ଜିଲ୍ଲାରେ ଝଡ଼ବର୍ଷା ସହିତ ବଜ୍ରପାତ ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତା’ସହିତ ସତର୍କ ରହିବାକୁ କୁହାଯାଇଛି। ଏହି ଚାରୋଟି ଜିଲ୍ଲା ହେଉଛି- ରାୟଗଡ଼ା, ଗଜପତି, ମାଲକାନଗିରି ଓ କୋରାପୁଟ। ଅପରାହ୍ନ ୫ଟା ୧୫ ପର୍ଯ୍ୟନ୍ତ ସତର୍କ ରହିବାକୁ ଏହି ଚାରୋଟି ଜିଲ୍ଲାର ଲୋକଙ୍କୁ ପରାମର୍ଶ ଦିଆଯାଇଛି। ଆସନ୍ତାକାଲିଠୁ ସକ୍ରିୟ ହୋଇପାରେ ମୌସୁମୀ ବାୟୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ […]

thunder

thunder

Rakesh Mallick
  • Published: Friday, 22 June 2018
  • Updated: 22 June 2018, 01:48 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୪ଟି ଜିଲ୍ଲାରେ ଝଡ଼ବର୍ଷା ସହିତ ବଜ୍ରପାତ ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତା’ସହିତ ସତର୍କ ରହିବାକୁ କୁହାଯାଇଛି। ଏହି ଚାରୋଟି ଜିଲ୍ଲା ହେଉଛି- ରାୟଗଡ଼ା, ଗଜପତି, ମାଲକାନଗିରି ଓ କୋରାପୁଟ। ଅପରାହ୍ନ ୫ଟା ୧୫ ପର୍ଯ୍ୟନ୍ତ ସତର୍କ ରହିବାକୁ ଏହି ଚାରୋଟି ଜିଲ୍ଲାର ଲୋକଙ୍କୁ ପରାମର୍ଶ ଦିଆଯାଇଛି।

ଆସନ୍ତାକାଲିଠୁ ସକ୍ରିୟ ହୋଇପାରେ ମୌସୁମୀ ବାୟୁ

ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତାକାଲିଠୁ ୨୫ ତାରିଖ ମଧ୍ୟରେ ପୁଣି ସକ୍ରିୟ ହେବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଅଛି। ଆଭ୍ୟନ୍ତରୀଣ ଓଡ଼ିଶାରେ ପାଗ ଶୁଖିଲା ରହିଲେ ବି ତାପମାତ୍ରା କମିବ।

ଗତକାଲି ବି ସତର୍କ କରାଇଥିଲା ପାଣିପାଗ ବିଭାଗ

ଝଡ଼ବର୍ଷା ସହିତ ବଜ୍ରପାତ ନେଇ ଗତକାଲି ୧୬ଟି ଜିଲ୍ଲାକୁ ସତର୍କ କରିଥିଲା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଖୋର୍ଦ୍ଧା, ପୁରୀ, ନୟାଗଡ଼, ଜଗତସିଂହପୁର, ରାୟଗଡ଼ା, ଗଜପତି ଗଞ୍ଜାମ, କଟକ, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଢେଙ୍କାନାଳ, ଅନୁଗୋଳ ଓ କୋରାପୁଟ ଜିଲ୍ଲାକୁ ସତର୍କ କରାଯାଇଥିଲା।

ମୌସୁମୀ ଜନିତ ବର୍ଷା ନ ହେବା ଫଳରେ ଲଗାତାର କିଛି ଦିନ ଧରି ସାରା ରାଜ୍ୟରେ ଅସହ୍ୟ ଖରା ଅନୁଭୂତ ହୋଇଥିଲା। ତେବେ ଦୁଇ ତିନି ଦିନ ହେଲା ରାଜ୍ୟର କିଛି କିଛି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହୋଇଛି। ଫଳରେ ଅସହ୍ୟ ଗରମରୁ ରକ୍ଷା ମିଳିଛି। ତଥାପି ଗତକାଲି ବଲାଙ୍ଗିର ଓ ଟିଟିଲାଗଡ଼ରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story