ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ: ୨୪ ଘଣ୍ଟା ମଧ୍ୟରେ ହେବ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।  ଏଥିଯୋଗୁଁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ସବୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହିତ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଉତ୍ତର ଓଡ଼ିଶାରେ ସାମାନ୍ୟ ଅଧିକ ବର୍ଷା ହେବ। ସୁନ୍ଦରଗଡ଼,ମୟୁରଭଞ୍ଜ,କେନ୍ଦୁଝର,ଭଦ୍ରକ,ବାଲେଶ୍ୱର, ଝାରସୁଗୁଡ଼ା ଓ ସମ୍ବଲପୁର ଆଦି ଜିଲ୍ଲାରେ ବର୍ଷାର ପରିମାଣ ଅଧିକ ରହିବ। ତା’ ସହିତ ଆସନ୍ତା ୫ ତାରିଖ ପରଠାରୁ ବର୍ଷାର ପରିମାଣ ବଢ଼ିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

rain

rain

Rakesh Mallick
  • Published: Thursday, 02 August 2018
  • Updated: 02 August 2018, 09:30 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।  ଏଥିଯୋଗୁଁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ସବୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହିତ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ।

ଉତ୍ତର ଓଡ଼ିଶାରେ ସାମାନ୍ୟ ଅଧିକ ବର୍ଷା ହେବ। ସୁନ୍ଦରଗଡ଼,ମୟୁରଭଞ୍ଜ,କେନ୍ଦୁଝର,ଭଦ୍ରକ,ବାଲେଶ୍ୱର, ଝାରସୁଗୁଡ଼ା ଓ ସମ୍ବଲପୁର ଆଦି ଜିଲ୍ଲାରେ ବର୍ଷାର ପରିମାଣ ଅଧିକ ରହିବ। ତା’ ସହିତ ଆସନ୍ତା ୫ ତାରିଖ ପରଠାରୁ ବର୍ଷାର ପରିମାଣ ବଢ଼ିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story