Advertisment

୪ରେ ଲଘୁଚାପ, ତିନୋଟି ଜିଲ୍ଲାର କିଛି ସ୍ଥାନରେ ହୋଇପାରେ ପ୍ରବଳ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୪ ତାରିଖରୁ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ବର୍ଷା ହୋଇପାରେ। କେନ୍ଦୁଝର, ସୁନ୍ଦରଗଡ଼ ଓ ବଲାଙ୍ଗିର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ। ଅନ୍ୟପକ୍ଷରେ ଆଜିଠୁ ୫ ତାରିଖ ଭିତରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ଏହି ସମୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତ ନେଇ ସୂଚନା ମିଳିଛି।

author-image
Jyoshna Pradhan
ଅଦ୍ୟତନ ହୋଇଛି
୪ରେ ଲଘୁଚାପ, ତିନୋଟି ଜିଲ୍ଲାର କିଛି ସ୍ଥାନରେ ହୋଇପାରେ ପ୍ରବଳ ବର୍ଷା

rain-1

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୪ ତାରିଖରୁ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ବର୍ଷା ହୋଇପାରେ। କେନ୍ଦୁଝର, ସୁନ୍ଦରଗଡ଼ ଓ ବଲାଙ୍ଗିର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ।

Advertisment

ଅନ୍ୟପକ୍ଷରେ ଆଜିଠୁ ୫ ତାରିଖ ଭିତରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ଏହି ସମୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତ ନେଇ ସୂଚନା ମିଳିଛି।