ଆଜିଠୁ ବର୍ଷା, ୧୪ରେ କମିବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ସମେତ ରାଜ୍ୟର ଅନେକ ଅଞ୍ଚଳରେ ଆଜି ମେଘୁଆ ପାଗ ରହିଛି। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଆଜିଠୁ ରାଜ୍ୟରେ ବର୍ଷା ହୋଇପାରେ। ଗୁରୁ ଚାପ ଓ ଟ୍ରାପ୍ ଲାଇନ୍ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ଓ ଆସନ୍ତକାଲି ପଶ୍ଚିମ ଏବଂ ଆଭ୍ୟନ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି।୧୩ ତାରିଖରୁ ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ୧୪ ତାରିଖରେ ବର୍ଷା କମିବ। […]

rain

Rakesh Mallick
  • Published: Sunday, 11 February 2018
  • , Updated: 11 February 2018, 01:13 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ସମେତ ରାଜ୍ୟର ଅନେକ ଅଞ୍ଚଳରେ ଆଜି ମେଘୁଆ ପାଗ ରହିଛି। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଆଜିଠୁ ରାଜ୍ୟରେ ବର୍ଷା ହୋଇପାରେ। ଗୁରୁ ଚାପ ଓ ଟ୍ରାପ୍ ଲାଇନ୍ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ଓ ଆସନ୍ତକାଲି ପଶ୍ଚିମ ଏବଂ ଆଭ୍ୟନ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି।୧୩ ତାରିଖରୁ ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ୧୪ ତାରିଖରେ ବର୍ଷା କମିବ। ୧୫ରୁ ପାଗ ସ୍ୱାଭାବିକ ହେବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Related story