୨୪ ଘଣ୍ଟାରେ ବାତ୍ୟା; ଓଡ଼ିଶା ଉପରେ ପ୍ରଭାବ ନାହିଁ, କିନ୍ତୁ ବର୍ଷିବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହେଉଛି ଅବପାତ। ଆସନ୍ତା ୨୪ ଘଣ୍ଟାରେ ବାତ୍ୟାର ରୂପ ନେଇପାରେ ଅବପାତ। ପରେ ବାତ୍ୟା ଉତ୍ତର-ପଶ୍ଚିମକୁ ମୁହାଁଇବାର ତାମିଲନାଡୁ ଓ ପୁଡୁଚେରୀ ଉପକୂଳ କରାଇକାଲ ଓ ମାମଲାପୁରମ ମଧ୍ୟରେ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୫ ତାରିଖ ମଧ୍ୟାହ୍ନରେ ଭୀଷଣ ବାତ୍ୟା ଆଶଙ୍କା ରହିଛି। ବାତ୍ୟା ସମୟରେ ୧୦୦ରୁ ୧୧୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଓଡ଼ିଶା ଉପରେ ଏହାର […]

rain

rain

Manoranjan Sial
  • Published: Monday, 23 November 2020
  • Updated: 23 November 2020, 03:46 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହେଉଛି ଅବପାତ। ଆସନ୍ତା ୨୪ ଘଣ୍ଟାରେ ବାତ୍ୟାର ରୂପ ନେଇପାରେ ଅବପାତ। ପରେ ବାତ୍ୟା ଉତ୍ତର-ପଶ୍ଚିମକୁ ମୁହାଁଇବାର ତାମିଲନାଡୁ ଓ ପୁଡୁଚେରୀ ଉପକୂଳ କରାଇକାଲ ଓ ମାମଲାପୁରମ ମଧ୍ୟରେ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୫ ତାରିଖ ମଧ୍ୟାହ୍ନରେ ଭୀଷଣ ବାତ୍ୟା ଆଶଙ୍କା ରହିଛି। ବାତ୍ୟା ସମୟରେ ୧୦୦ରୁ ୧୧୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।

ଓଡ଼ିଶା ଉପରେ ଏହାର ସିଧା ପ୍ରଭାବ ପଡ଼ିବ ନାହିଁ। କିନ୍ତୁ ୨୫ ଓ ୨୬ ତାରିଖରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୬ରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ଗଭୀର ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।

ସୂଚନାରୁ ପ୍ରକାଶ, ଗତ ଦୁଇ ଦିନ ହେଲା ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହୋଇଛି। ଧାନ ଅମଳ ସମୟରେ ହୋଇଥିବା ବର୍ଷା ଚାଷୀଙ୍କ ନିଦ ହଜାଇ ଦେଇଛି। ଉତ୍ତର ଓଡ଼ିଶାରେ କଟାଯାଇଥିବା ଧାନ ବର୍ଷା ପାଣିରେ ଭିଜିଥିବା ଦେଖିବାକୁ ମିଳିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story