ତିନି ଦିନ ଧରି ସ୍ୱଳ୍ପ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ର ସୃଷ୍ଟି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୮, ୨୯ ଓ ୩୦ ତାରିଖରେ ରାଜ୍ୟରେ ୭ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। #Forecast for Day-1 To Day-5Day-1 & Day-2: Dry weather very likely […]

weather-1..

weather-1..

Manoranjan Sial
  • Published: Tuesday, 26 October 2021
  • Updated: 26 October 2021, 08:57 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ର ସୃଷ୍ଟି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୮, ୨୯ ଓ ୩୦ ତାରିଖରେ ରାଜ୍ୟରେ ୭ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।

https://twitter.com/mcbbsr/status/1452907445555118084?s=20

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ୨୮ ତାରିଖରେ ଗଜପତି, ଗଞ୍ଜାମ, ପୁରୀ, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଠିକ୍‌ ସେହିପରି ୨୯ ତାରିଖରେ ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ବର୍ଷା ହେବାର ଆଶଙ୍କା କରାଯାଉଛି। ୩୦ ତାରିଖରେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି।

https://twitter.com/mcbbsr/status/1452942149226430467?s=20

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story