ଆଜି ବର୍ଷିଲା, କାଲି ମଧ୍ୟ ବର୍ଷିବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପଶ୍ଚିମା ଝଡ ପ୍ରଭାବରେ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇଛି। ବିଜୁଳି ସହ ଘଡ଼ଘଡ଼ି ମାରୁଛି!  ଆସନ୍ତାକାଲି ମଧ୍ୟ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ଏବଂ କନ୍ଧମାଳଜିଲ୍ଲାର ଗୋଟିଏ ରୁ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ଲାଗିରହିଛି ବର୍ଷା pic.twitter.com/abCrsbGUcG — Meteorological Centre, […]

BBSR

BBSR

Manoranjan Sial
  • Published: Friday, 25 February 2022
  • Updated: 25 February 2022, 05:45 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପଶ୍ଚିମା ଝଡ ପ୍ରଭାବରେ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇଛି। ବିଜୁଳି ସହ ଘଡ଼ଘଡ଼ି ମାରୁଛି!  ଆସନ୍ତାକାଲି ମଧ୍ୟ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

https://twitter.com/mcbbsr/status/1497155091794886658?s=20&t=2ahw3QDR6QoKbUVQCp-MBg

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କରାଯାଇଥିବା ଟ୍ୱିଟ୍‌ ଅନୁସାରେ କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଅନୁଗୋଳ, ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇଛି।

https://youtu.be/o9ebvwJRBPs

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଡକ୍ଟର ଏଚ୍‌.ଆର୍‌ ବିଶ୍ୱାସ କହିଛନ୍ତି, ୨୬ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କଟକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ। ବିଜୁଳି ଘଡ଼ଘଡ଼ି ନେଇ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, କନ୍ଧମାଳ, ଗଞ୍ଜାମ ଓ ରାୟଗଡ଼ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୭, ୨୮ ଓ ୨୯ ତାରିଖରେ ପାଗ ଶୁଖିଲା ରହିବ। ତାପାମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।

https://twitter.com/mcbbsr/status/1497124047284412416?s=20&t=2ahw3QDR6QoKbUVQCp-MBg

ଗତ ୨୪ ଘଣ୍ଟା ଭିତରେ ସମ୍ୱଲପୁର, ଝାସୁଗୁଡ଼ା, କେନ୍ଦୁଝର, କନ୍ଧମାଳ ଜିଲ୍ଲାରେ ବର୍ଷା ହୋଇଛି। ବେଶୀ ବର୍ଷା କେନ୍ଦୁଝର ଜିଲ୍ଲା ଚମ୍ପୁଆରେ ହୋଇଛି। ଏଠାରେ ୭.୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

https://twitter.com/mcbbsr/status/1497123697827540995?s=20&t=2ahw3QDR6QoKbUVQCp-MBg

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story