ଚାରି ଦିନ ଧରି ଏହି ସବୁ ଜିଲ୍ଲାରେ ହେବ ବର୍ଷା!

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ରାଜ୍ୟରେ ୧୨ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ପାଗ କୋହଲା ରହିବା ସହିତ ସାମାନ୍ୟ ବର୍ଷା ହେବାର ଆଶଙ୍କା ରହିଛି। ଏଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ଶୁକ୍ରବାରଠାରୁ ୧୫ ତାରିଖ ଭିତରେ ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କଟକ, ଖୋର୍ଦ୍ଧା, ଜଗତସିଂହପୁର, ଢେଙ୍କାନାଳ, କେନ୍ଦ୍ରାପଡ଼ା, […]

Weather

Weather

Manoranjan Sial
  • Published: Thursday, 11 November 2021
  • Updated: 11 November 2021, 07:44 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ରାଜ୍ୟରେ ୧୨ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ପାଗ କୋହଲା ରହିବା ସହିତ ସାମାନ୍ୟ ବର୍ଷା ହେବାର ଆଶଙ୍କା ରହିଛି। ଏଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।

ଶୁକ୍ରବାରଠାରୁ ୧୫ ତାରିଖ ଭିତରେ ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କଟକ, ଖୋର୍ଦ୍ଧା, ଜଗତସିଂହପୁର, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଯାଜପୁର, ପୁରୀ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି।

ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ କହିବା ଅନୁସାରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଅବପାତ ପ୍ରଭାବରେ ଓଡ଼ିଶାରେ କେତେକ ଜିଲ୍ଲାରେ ହାଲୁକା ବର୍ଷା ହୋଇଛି। ସର୍ବାଧିକ ବର୍ଷା ଗୋପାଳପୁଠାରେ ୮.୨ ମିଲିମିଟର ହୋଇଛି। ଏହି ଅବପାତ ପ୍ରଭାବରେ ରାତିର ତାପମାତ୍ରାରେ ବୃଦ୍ଧି ଘଟିଛି। ଓଡ଼ିଶାର ସବୁ ଜିଲ୍ଲାରେ ରାତ୍ରକାଳୀନ ତାପମାତ୍ରା ୧ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ଘଟିଛି। ଟିଟିଲାଗଡ଼ରେ ସର୍ବାଧିକ ତାପମାତ୍ରା ୩.୯ ଡିଗ୍ରୀ ବୃଦ୍ଧି ଘଟିଛି। ଠିକ୍‌ ସେହିପରି ପାରାଦୀପରେ ୩.୧ ଡିଗ୍ରୀ, ସୋନପୁରରେ ୨.୫ ଡିଗ୍ରୀ, ବାରିପଦାରେ ୨.୫ ଡିଗ୍ରୀ, ଅନୁଗୋଳରେ ୨.୪ ଡିଗ୍ରୀ, କେନ୍ଦୁଝରରେ ୨.୪ ଡିଗ୍ରୀ, ଭୁବନେଶ୍ୱରରେ ୨.୫ ଡିଗ୍ରୀ, କଟକରେ ୧.୬ ଡିଗ୍ରୀ ବୃଦ୍ଧି ଘଟିଛି ବୋଲି ପାଣିଗାଗ ବିଜ୍ଞାନୀ କହିଛନ୍ତି।

ସେପଟେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ପ୍ରଭାବରେ ଓଡ଼ିଶା ଆଡ଼କୁ ଉଷ୍ମ ଜଳୀୟବାସ୍ପ ପ୍ରବାହିତ ହେଉଛି। ଏହାର ପ୍ରଭାବରେ ଆଗାମୀ ଦିନରେ ରାତ୍ର କାଳୀନ ତାପମାତ୍ର ଦୁଇଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହେବାର ଆଶଙ୍କା କରାଯାଉଛି। ସେଥିରେ ପରବର୍ତ୍ତୀ ସମୟରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।

https://twitter.com/mcbbsr/status/1458726638779129986?s=20

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story