ସ୍ଥଳଭାଗ ଛୁଇଁ ଦୁର୍ବଳ ହେଉଛି ଲଘୁଚାପ; କମିବ ବର୍ଷା

<p>ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେବା ପରେ ସ୍ଥଳଭାଗ ଛୁଇଁ କ୍ରମଶ ଦୁର୍ବଳ ହେଉଛି। ଫଳରେ ରାଜ୍ୟର ବର୍ଷାର ପରିମାଣ କମିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅଳ୍ପ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। କିନ୍ତୁ ଉପକୂଳରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାନେଇ ସମ୍ଭାବନା ରହିଛି। ଏନେଇ ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ନିର୍ଦ୍ଦେଶ ଦିଆଯାଇଛି।</p>

Ordigital Desk
  • Published: Friday, 17 November 2017
  • Updated: 17 November 2017, 07:49 AM IST

Sports

Latest News

<p>ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେବା ପରେ ସ୍ଥଳଭାଗ ଛୁଇଁ କ୍ରମଶ ଦୁର୍ବଳ ହେଉଛି। ଫଳରେ ରାଜ୍ୟର ବର୍ଷାର ପରିମାଣ କମିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅଳ୍ପ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। କିନ୍ତୁ ଉପକୂଳରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାନେଇ ସମ୍ଭାବନା ରହିଛି। ଏନେଇ ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ନିର୍ଦ୍ଦେଶ ଦିଆଯାଇଛି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos