ଆସୁଛି ବର୍ଷା: ୪୮ ଘଣ୍ଟା ମଧ୍ୟରେ ବର୍ଷିବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଟ୍ରାପ୍ ଲାଇନ୍ ପ୍ରଭାବରେ ଆସନ୍ତା ୪୮ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇପାରେ। ଏହାସହ ବଜ୍ରପାତ ହେବାର ମଧ୍ୟ ସମ୍ଭାବନା ରହିଛି। ଏପରି ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତାକାଲି ଆସନ୍ତାକାଲି ବର୍ଷା ଅଧିକ ହେବା ସହ ତାପମାତ୍ରା ହ୍ରାସ ପାଇବା ସମ୍ଭାବନା ଥିବା କେନ୍ଦ୍ର ପକ୍ଷରୁ କୁହାଯାଇଛି। ଗତ ୨ରୁ ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇଛି। ତେବେ ବର୍ଷା ହେବା ଫଳରେ […]

rain

rain

Rakesh Mallick
  • Published: Sunday, 24 February 2019
  • Updated: 24 February 2019, 01:11 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଟ୍ରାପ୍ ଲାଇନ୍ ପ୍ରଭାବରେ ଆସନ୍ତା ୪୮ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇପାରେ। ଏହାସହ ବଜ୍ରପାତ ହେବାର ମଧ୍ୟ ସମ୍ଭାବନା ରହିଛି। ଏପରି ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆସନ୍ତାକାଲି ଆସନ୍ତାକାଲି ବର୍ଷା ଅଧିକ ହେବା ସହ ତାପମାତ୍ରା ହ୍ରାସ ପାଇବା ସମ୍ଭାବନା ଥିବା କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଗତ ୨ରୁ ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇଛି। ତେବେ ବର୍ଷା ହେବା ଫଳରେ ତାପମାତ୍ରା ହ୍ରାସ ପାଇବା ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story