Advertisment

ଆସୁଛି ବର୍ଷା: ୪୮ ଘଣ୍ଟା ମଧ୍ୟରେ ବର୍ଷିବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଟ୍ରାପ୍ ଲାଇନ୍ ପ୍ରଭାବରେ ଆସନ୍ତା ୪୮ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇପାରେ। ଏହାସହ ବଜ୍ରପାତ ହେବାର ମଧ୍ୟ ସମ୍ଭାବନା ରହିଛି। ଏପରି ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତାକାଲି ଆସନ୍ତାକାଲି ବର୍ଷା ଅଧିକ ହେବା ସହ ତାପମାତ୍ରା ହ୍ରାସ ପାଇବା ସମ୍ଭାବନା ଥିବା କେନ୍ଦ୍ର ପକ୍ଷରୁ କୁହାଯାଇଛି। ଗତ ୨ରୁ ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇଛି। ତେବେ ବର୍ଷା ହେବା ଫଳରେ […]

author-image
Rakesh Mallick
ରାତିରେ ପ୍ରବଳ ବର୍ଷା ହେବ, ଘଡ଼ଘଡ଼ି ମାରିବ

rain

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଟ୍ରାପ୍ ଲାଇନ୍ ପ୍ରଭାବରେ ଆସନ୍ତା ୪୮ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇପାରେ। ଏହାସହ ବଜ୍ରପାତ ହେବାର ମଧ୍ୟ ସମ୍ଭାବନା ରହିଛି। ଏପରି ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Advertisment

ଆସନ୍ତାକାଲି ଆସନ୍ତାକାଲି ବର୍ଷା ଅଧିକ ହେବା ସହ ତାପମାତ୍ରା ହ୍ରାସ ପାଇବା ସମ୍ଭାବନା ଥିବା କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଗତ ୨ରୁ ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇଛି। ତେବେ ବର୍ଷା ହେବା ଫଳରେ ତାପମାତ୍ରା ହ୍ରାସ ପାଇବା ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Advertisment