ଆଜିଠୁ ପଶ୍ଚିମ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି କେନ୍ଦୁଝର, ମୟୂରଭଞ୍ଜ ସହିତ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏଭଳି ପୂର୍ବାନୁମାନ କରାଯାଇଛି। ପୂର୍ବ ବିହାରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଓଡ଼ିଶାରେ ୨ ଦିନ ବର୍ଷାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ବର୍ଷା ପରେ ଥଣ୍ଡା ଆହୁରି ବଢିପାରେ ବୋଲି ପାଣିପାଗ କେନ୍ଦ୍ର […]

rain

rain

Rakesh Mallick
  • Published: Friday, 08 February 2019
  • Updated: 08 February 2019, 02:41 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି କେନ୍ଦୁଝର, ମୟୂରଭଞ୍ଜ ସହିତ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏଭଳି ପୂର୍ବାନୁମାନ କରାଯାଇଛି।

ପୂର୍ବ ବିହାରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଓଡ଼ିଶାରେ ୨ ଦିନ ବର୍ଷାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ବର୍ଷା ପରେ ଥଣ୍ଡା ଆହୁରି ବଢିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story