Advertisment

ଆଜିଠୁ ପଶ୍ଚିମ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି କେନ୍ଦୁଝର, ମୟୂରଭଞ୍ଜ ସହିତ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏଭଳି ପୂର୍ବାନୁମାନ କରାଯାଇଛି। ପୂର୍ବ ବିହାରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଓଡ଼ିଶାରେ ୨ ଦିନ ବର୍ଷାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ବର୍ଷା ପରେ ଥଣ୍ଡା ଆହୁରି ବଢିପାରେ ବୋଲି ପାଣିପାଗ କେନ୍ଦ୍ର […]

୧୬ରୁ ସାରା ରାଜ୍ୟରେ କୋହଲା ପାଗ,୧୭ରୁ ଏହି ସବୁ ସ୍ଥାନରେ ପ୍ରବଳ ବର୍ଷା

rain

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି କେନ୍ଦୁଝର, ମୟୂରଭଞ୍ଜ ସହିତ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏଭଳି ପୂର୍ବାନୁମାନ କରାଯାଇଛି।

Advertisment

ପୂର୍ବ ବିହାରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଓଡ଼ିଶାରେ ୨ ଦିନ ବର୍ଷାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ବର୍ଷା ପରେ ଥଣ୍ଡା ଆହୁରି ବଢିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe