୧୩ ଓ ୧୪ରେ ବର୍ଷା ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମାର୍ଚ୍ଚ ୧୨ ତାରିଖ (ଆସନ୍ତାକାଲି) ପର୍ଯ୍ୟନ୍ତ ସାରା ରାଜ୍ୟରେ ପାଗ ଶୁଖିଲା ରହିବ। ଏହା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହେବ। ମାର୍ଚ୍ଚ ୧୩ ଓ ୧୪ ତାରିଖରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଗତକାଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ବୁଲେଟିନ୍‌ ଅନୁଯାୟୀ, ୧୩ ତାରିଖରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନ ସହିତ […]

rain

rain

Jitendra Garnayak
  • Published: Monday, 11 March 2019
  • Updated: 11 March 2019, 11:56 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମାର୍ଚ୍ଚ ୧୨ ତାରିଖ (ଆସନ୍ତାକାଲି) ପର୍ଯ୍ୟନ୍ତ ସାରା ରାଜ୍ୟରେ ପାଗ ଶୁଖିଲା ରହିବ। ଏହା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହେବ।

ମାର୍ଚ୍ଚ ୧୩ ଓ ୧୪ ତାରିଖରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଗତକାଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ବୁଲେଟିନ୍‌ ଅନୁଯାୟୀ, ୧୩ ତାରିଖରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନ ସହିତ ବଲାଙ୍ଗିର, ସୋନପୁର, କଳାହାଣ୍ଡି, ନୂଆପଡ଼ା, ବୌଦ୍ଧ, ନବରଙ୍ଗପୁର, ବୌଦ୍ଧ, ମାଲକାନଗିରି ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ତେବେ ରାଜ୍ୟର ଅନ୍ୟ ସ୍ଥାନ ଗୁଡ଼ିକରେ ପାଗ ଶୁଖିଲା ରହିବ।

୧୪ ତାରିଖ ଦିନ ଉତ୍ତର ଓଡ଼ିଶା ସହିତ କଳାହାଣ୍ଡି, କନ୍ଧମାଳ, ନୟାଗଡ଼ ଓ ବୌଦ୍ଧ ଜିଲ୍ଲାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଝଡ଼ବର୍ଷା ଓ ବଜ୍ରପାତକୁ ନେଇ ପାଣିପାଗ ବିଭାଗ ପକ୍ଷରୁ ୮ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା- ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story