Advertisment

ଆସନ୍ତାକାଲିଠୁ ପୁଣି ସକ୍ରିୟ ହୋଇପାରେ ମୌସୁମୀ ବାୟୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଦଳିଲା ପାଗର ମିଜାଜ୍। ଅନେକ ସ୍ଥାନରେ ବର୍ଷା ହେବାରୁ କମିଛି ତାପମାତ୍ରା। ଅସହ୍ୟ ଗରମ ଓ ଗୁଳଗୁଳିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। କେବଳ ବଲାଙ୍ଗିର ଓ ଟିଟିଲାଗଡ଼କୁ ଛାଡ଼ି ବାକି ସବୁ ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଛି। ଗତକାଲି ବଲାଙ୍ଗିରର ତାପମାତ୍ରା ୪୦.୨ ଡିଗ୍ରୀ ସେଲ୍‌ସିୟସ ରହିଥିଲା ବେଳେ ଟିଟିଲାଗଡ଼ର ତାପମାତ୍ରା ୪୦ ଡିଗ୍ରୀ ରହିଥିଲା। ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତାକାଲିଠୁ ୨୫ ତାରିଖ ମଧ୍ୟରେ ପୁଣି ସକ୍ରିୟ […]

ଅଦ୍ୟତନ ହୋଇଛି
ଓଡ଼ିଶାକୁ ଲଘୁଚାପ ଆଣିବ କି ମୌସୁମୀ?

weather

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଦଳିଲା ପାଗର ମିଜାଜ୍। ଅନେକ ସ୍ଥାନରେ ବର୍ଷା ହେବାରୁ କମିଛି ତାପମାତ୍ରା। ଅସହ୍ୟ ଗରମ ଓ ଗୁଳଗୁଳିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। କେବଳ ବଲାଙ୍ଗିର ଓ ଟିଟିଲାଗଡ଼କୁ ଛାଡ଼ି ବାକି ସବୁ ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଛି। ଗତକାଲି ବଲାଙ୍ଗିରର ତାପମାତ୍ରା ୪୦.୨ ଡିଗ୍ରୀ ସେଲ୍‌ସିୟସ ରହିଥିଲା ବେଳେ ଟିଟିଲାଗଡ଼ର ତାପମାତ୍ରା ୪୦ ଡିଗ୍ରୀ ରହିଥିଲା।

Advertisment

ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତାକାଲିଠୁ ୨୫ ତାରିଖ ମଧ୍ୟରେ ପୁଣି ସକ୍ରିୟ ହେବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଅଛି। ଆଭ୍ୟନ୍ତରୀଣ ଓଡ଼ିଶାରେ ପାଗ ଶୁଖିଲା ରହିଲେ ବି ତାପମାତ୍ରା କମିବ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe