ସାଢ଼େ ଚାରିଟା ଯାଏଁ ସତର୍କ ରୁହନ୍ତୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ବର୍ଷା ଏବଂ ବଜ୍ରପାତ ନେଇ ୮ଟି ଜିଲ୍ଲାକୁ ସତର୍କ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।  ଯାଜପୁର, ଦେବଗଡ଼, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, କେନ୍ଦ୍ରାପଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ କୁହାଯାଇଛି। ଆଜି ଅପରାହ୍ନ ୪ଟା ୩୦ ଯାଏଁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି।

lightining

Rakesh Mallick
  • Published: Saturday, 09 June 2018
  • , Updated: 09 June 2018, 01:41 PM IST

Related story