ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ; ଆଜିଠୁ ବର୍ଷିବ

<p>ଭୁବନେଶ୍ୱର: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆଜିଠୁ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ୧୫ ଓ ୧୬ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହା ପ୍ରଭାବରେ ଗଞ୍ଜାମ, କଟକ, ଖୋର୍ଦ୍ଧା, ପୁରୀ&nbsp; ବାଲେଶ୍ୱର , ଭଦ୍ରକ, ଢେଙ୍କାନାଳ, ଅନୁଗୋଳ,ମୟୁରଭଞ୍ଜ , କେନ୍ଦୁଝରରେ&nbsp; ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୧୭ ତାରିଖରୁ ବର୍ଷାର ପରିମାଣ ଧୀରେ ଧୀରେ କମିବ।</p> <p>&amp;nbsp;</p>

Ordigital Desk
  • Published: Monday, 13 November 2017
  • Updated: 13 November 2017, 10:44 AM IST

Sports

Latest News

<p>ଭୁବନେଶ୍ୱର: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆଜିଠୁ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ୧୫ ଓ ୧୬ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହା ପ୍ରଭାବରେ ଗଞ୍ଜାମ, କଟକ, ଖୋର୍ଦ୍ଧା, ପୁରୀ&nbsp; ବାଲେଶ୍ୱର , ଭଦ୍ରକ, ଢେଙ୍କାନାଳ, ଅନୁଗୋଳ,ମୟୁରଭଞ୍ଜ , କେନ୍ଦୁଝରରେ&nbsp; ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୧୭ ତାରିଖରୁ ବର୍ଷାର ପରିମାଣ ଧୀରେ ଧୀରେ କମିବ।</p><p>&amp;nbsp;</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos