ପୁଣି ୮ରେ ଆସୁଛି ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟକୁ ନାହିଁ କୌଣସି ବଡ ବର୍ଷାର ଭୟ । ମାତ୍ର ସପ୍ତାହେ ପରେ ହୋଇପାରେ ବର୍ଷା। ଉତ୍ତର ଆଣ୍ଡାମାନ ସାଗର ଉପରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ରର ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହାର ପ୍ରଭାବରେ ୮ ତାରିଖରୁ ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।  ତେବେ ଏହି ଲଘୁଚାପ କ୍ଷେତ୍ରଟି ଉତ୍ତର ଆଣ୍ଡାମାନଠାରୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ […]

rain-1..

rain-1..

Tapas Behera
  • Published: Sunday, 03 November 2019
  • Updated: 03 November 2019, 06:51 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟକୁ ନାହିଁ କୌଣସି ବଡ ବର୍ଷାର ଭୟ । ମାତ୍ର ସପ୍ତାହେ ପରେ ହୋଇପାରେ ବର୍ଷା। ଉତ୍ତର ଆଣ୍ଡାମାନ ସାଗର ଉପରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ରର ସୃଷ୍ଟି ହେବାର ସମ୍ଭାବନା ରହିଛି।

ଯାହାର ପ୍ରଭାବରେ ୮ ତାରିଖରୁ ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।  ତେବେ ଏହି ଲଘୁଚାପ କ୍ଷେତ୍ରଟି ଉତ୍ତର ଆଣ୍ଡାମାନଠାରୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ରହିବ।  ତେଣୁ ୫ ତାରିଖ  ପୂର୍ବରୁ ଗଭୀର ସମୁଦ୍ର ମଧ୍ୟରୁ ମତ୍ସଜୀବୀମାନଙ୍କୁ ପ୍ରତ୍ୟାବର୍ତ୍ତନ କରିବା ପାଇଁ ପାଣିପାଗ ବିଭାଗ ସତର୍କ କରିଛି।  ମାତ୍ର ଏହି ଲଘୁଚାପ ବର୍ଷା ବାତ୍ୟାରେ ପରିଣତ ହେବ କି ନାହିଁ ସେନେଇ ସ୍ପଷ୍ଟ କରିନି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story