ଦୀପାବଳିରେ ହୋଇପାରେ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର ଶ୍ରୀଲଙ୍କାଠାରୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳ ଯାଏ ଲମ୍ବିଥିବା ଟ୍ରପ୍‌ ଲାଇନ୍‌ ପ୍ରଭାବରେ ଉପକୂଳ ଓ ଏହାକୁ ଲାଗିଥିବା ଆଭ୍ୟନ୍ତରୀଣ ଓଡ଼ିଶାରେ କୋହଲା ପାଗ ଲାଗିରହିଛି। ଏଥିସହିତ ଦକ୍ଷିଣ ଓଡ଼ିଶା ଓ ଏହାର ନିକଟବର୍ତ୍ତୀ କିଛି ଅଞ୍ଚଳରେ ଆସନ୍ତା ୨୪ ଘଣ୍ଟା ଭିତରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଡକ୍ଟର ଏଚ୍‌.ଆର. ବିଶ୍ୱାସ। #Forecast for Day-1 To Day-5 pic.twitter.com/r7bAerCoqe — […]

Weather

Weather

Manoranjan Sial
  • Published: Tuesday, 02 November 2021
  • Updated: 02 November 2021, 04:58 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର ଶ୍ରୀଲଙ୍କାଠାରୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳ ଯାଏ ଲମ୍ବିଥିବା ଟ୍ରପ୍‌ ଲାଇନ୍‌ ପ୍ରଭାବରେ ଉପକୂଳ ଓ ଏହାକୁ ଲାଗିଥିବା ଆଭ୍ୟନ୍ତରୀଣ ଓଡ଼ିଶାରେ କୋହଲା ପାଗ ଲାଗିରହିଛି। ଏଥିସହିତ ଦକ୍ଷିଣ ଓଡ଼ିଶା ଓ ଏହାର ନିକଟବର୍ତ୍ତୀ କିଛି ଅଞ୍ଚଳରେ ଆସନ୍ତା ୨୪ ଘଣ୍ଟା ଭିତରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଡକ୍ଟର ଏଚ୍‌.ଆର. ବିଶ୍ୱାସ।

https://twitter.com/mcbbsr/status/1455450634484805635?s=20

ତାଙ୍କ କହିବା ଅନୁସାରେ ଆଗାମୀ ୨୪ ଘଣ୍ଟା ଭିତରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡ, କନ୍ଧମାଳ, ଗଜପତି ଓ ଗଞ୍ଜାମ ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ହୋଇପାରେ। ସେହିପରି ଜଗତସିଂହପୁର, କଟକ, ଢେଙ୍କାନାଳ, ଅନୁଗୋଳ, ଯାଜପୁର, କେନ୍ଦ୍ରାପଡ଼ା ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣରେ ବର୍ଷା ହୋଇପାରେ। ଏହା ବ୍ୟତୀତ ୪, ୫ ଓ ୬ ତାରିଖରେ ମଧ୍ୟ କେତେକ ସ୍ଥାନରେ ବର୍ଷା ହେବାର ଆଶଙ୍କା ରହିଛି ବୋଲି  ଏଚ୍‌.ଆର. ବିଶ୍ୱାସ କହିଛନ୍ତି।

https://twitter.com/mcbbsr/status/1455481425138831368?s=20

ଗତ ୨୪ ଘଣ୍ଟା ଭିତରେ ସାଉଥ୍‌ ଓଡ଼ିଶାରେ କେତେକ ସ୍ଥାନରେ ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ତେବେ ଗଞ୍ଜାମ ଜିଲ୍ଲା ଗୋପାଳପୁରରେ ଅଧିକ ବର୍ଷା ହୋଇଥିଲା। ଏଠାରେ ୧୦୩.୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

https://twitter.com/mcbbsr/status/1455477949998645252?s=20

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story