ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷାର ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଅସହ୍ୟ ଗୁଳୁଗୁଳି ଏବଂ ତାତିରୁ ତ୍ରାହି ମିଳିଛି। ଗତ କିଛି ଦିନ ହେବ ପାଗରେ ପରିବର୍ତ୍ତନ ଆସିଛି। ଯାହା ସୂଚନା ମିଲୁଛି ମୌସୁମୀ ଧୀରେ ଧୀରେ ସକ୍ରିୟ ହେବାରେ ଲାଗିଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ସବୁ ଅଞ୍ଚଳକୁ ମୌସୁମୀ ଛୁଇଁବାର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟାରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଏହା ପୂର୍ବରୁ ୨୩ ରୁ ୨୫ […]

nh30monsoon25

nh30monsoon25

Rakesh Mallick
  • Published: Sunday, 24 June 2018
  • Updated: 24 June 2018, 05:54 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଅସହ୍ୟ ଗୁଳୁଗୁଳି ଏବଂ ତାତିରୁ ତ୍ରାହି ମିଳିଛି। ଗତ କିଛି ଦିନ ହେବ ପାଗରେ ପରିବର୍ତ୍ତନ ଆସିଛି। ଯାହା ସୂଚନା ମିଲୁଛି ମୌସୁମୀ ଧୀରେ ଧୀରେ ସକ୍ରିୟ ହେବାରେ ଲାଗିଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ସବୁ ଅଞ୍ଚଳକୁ ମୌସୁମୀ ଛୁଇଁବାର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟାରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଏହା ପୂର୍ବରୁ ୨୩ ରୁ ୨୫ ତାରିଖ ମଧ୍ୟରେ ମୌସୁମୀବାୟୁ ପୁଣି ସକ୍ରିୟ ହେବ ବୋଲି ସୂଚନା ଦିଆଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos