କାଲିଠୁ ବର୍ଷା, ଦୁଇଦିନ ଘନ କୁହୁଡ଼ି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସୁଛି ବର୍ଷା। ଆସନ୍ତାକାଲି ଓ ୧୮ ତାରିଖ ଦୁଇ ଦିନ ପାଇଁ କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବା ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ। ସେହିପରି ଦୁଇଦିନ ପାଇଁ ଘନ କୁହୁଡ଼ି ଦେଖାଯିବା ନେଇ ସତର୍କ ସୂଚନା ମଧ୍ୟ ଜାରି ହୋଇଛି। ସୂଚନା ମୁତାବକ, ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ହାଲୁକା ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତାକାଲି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, […]

Weather

Weather

Niranjan Mishra
  • Published: Monday, 16 January 2023
  • Updated: 16 January 2023, 08:34 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସୁଛି ବର୍ଷା। ଆସନ୍ତାକାଲି ଓ ୧୮ ତାରିଖ ଦୁଇ ଦିନ ପାଇଁ କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବା ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ। ସେହିପରି ଦୁଇଦିନ ପାଇଁ ଘନ କୁହୁଡ଼ି ଦେଖାଯିବା ନେଇ ସତର୍କ ସୂଚନା ମଧ୍ୟ ଜାରି ହୋଇଛି।

ସୂଚନା ମୁତାବକ, ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ହାଲୁକା ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତାକାଲି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଢେଙ୍କାନାଳ ଏବଂ ଯାଜପୁର ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ସେହିପରି ୧୮ ତାରିଖରେ କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଏବଂ ଯାଜପୁର ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ତେବେ ଅନ୍ୟ ଜିଲ୍ଲାମାନଙ୍କରେ ଶୁଖିଲା ପାଗ ରହିବ।

ଏପଟେ କୁହୁଡ଼ି ନେଇ ୨୪ ଘଣ୍ଟା ପାଇଁ ୭ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ଓ଼୍ୱାର୍ଣ୍ଣିଂ ଜାରି କରିଛି। ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ ଏବଂ ଗଂଜାମ ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା ରହିଛି। ଏହି ସମୟରେ ୫୦ରୁ ୨୦୦ ମିଟର ଭିଜିବିଲିଟି ରହିପାରେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story