ସୁବର୍ଣ୍ଣପୁର(ରବୀନ୍ଦ୍ର ହୋତା): ଲଗାଣ ବର୍ଷା ଯୋଗୁ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ୍ ଭୂତିଆପାଲି ନିକଟରେ ଥିବା ଘୁଂଘିଯୋର ସେତୁ ଉପରେ ପ୍ରାୟ ୪ ଫୁଟ୍ ଉଚ୍ଚର ବର୍ଷା ପାଣି ପ୍ରବାହିତ ହେଉଛି। ତେଣୁ ବୀରମହାରାଜପୁର ବ୍ଲକ୍ ମହକୁମାରୁ ଲୁତୁରପଙ୍କ, ବହଳପଦର, ଦୁର୍ଜନତଇଲା ଓ ଖଣ୍ଡହତା ପଞ୍ଚାୟତକୁ ଯୋଗାଯୋଗ ବିଚ୍ଛିନ୍ନ ରହିଛି।
ସେହପରି ବୀରମହାରାଜପୁରରୁ ରେଢ଼ାଖୋଲ ଏବଂ ଚାରମାଳ ଦେଇ ସମ୍ୱଲପୁରକୁ ମଧ୍ୟ ଗମନାଗମନ ବାଧାପ୍ରାପ୍ତ ହୋଇଛି। ଏଥିସହ ରାସ୍ତାର ଉଭୟ ପାର୍ଶ୍ୱରେ ଗାଡ଼ି ମୋଟର ଅଟକି ରହିଥିବା ଦେଖିବାକୁ ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।