ଓଡ଼ିଶାରେ ବର୍ଷାର ପରିମାଣ ସ୍ୱାଭାବିକ ଠାରୁ ୩୧ ପ୍ରତିଶତ କମ୍

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସାରା ଦେଶକୁ ମୌସୁମୀ ଛୁଇଁଥିଲେ ବି ଆଶାନୁରୂପ ବର୍ଷା ହୋଇନି। ଦେଶରେ ମୌସୁମୀ ବର୍ଷାର ପରିମାଣ ସ୍ୱାଭାବିକଠାରୁ ହାରାହାରି ୧୯ ପ୍ରତିଶତ କମ୍ ଥିବା ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ, ଦେଶର ୧୫ଟି ସ୍ଥାନରେ ସ୍ୱାଭାବିକ ବର୍ଷା ହୋଇଥିବା ବେଳେ ୨୧ଟି ସ୍ଥାନରେ ବର୍ଷାଭାବ ପରିଲକ୍ଷିତ ହୋଇଛି।  ସୌରାଷ୍ଟ୍ର ଓ କଚ୍ଛରେ ସ୍ୱାଭାବିକ ଠାରୁ ୫୮ ପ୍ରତିଶତ କମ୍ ବର୍ଷା ହୋଇଥିବା ବେଳେ ଲାକ୍ଷାଦ୍ୱୀପରେ ସ୍ୱାଭାବିକ ଠାରୁ […]

rain

rain

Jyoshna Pradhan
  • Published: Tuesday, 23 July 2019
  • Updated: 23 July 2019, 08:40 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସାରା ଦେଶକୁ ମୌସୁମୀ ଛୁଇଁଥିଲେ ବି ଆଶାନୁରୂପ ବର୍ଷା ହୋଇନି। ଦେଶରେ ମୌସୁମୀ ବର୍ଷାର ପରିମାଣ ସ୍ୱାଭାବିକଠାରୁ ହାରାହାରି ୧୯ ପ୍ରତିଶତ କମ୍ ଥିବା ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି।

ପାଣିପାଗ ବିଭାଗର ସୂଚନା ଅନୁସାରେ, ଦେଶର ୧୫ଟି ସ୍ଥାନରେ ସ୍ୱାଭାବିକ ବର୍ଷା ହୋଇଥିବା ବେଳେ ୨୧ଟି ସ୍ଥାନରେ ବର୍ଷାଭାବ ପରିଲକ୍ଷିତ ହୋଇଛି।  ସୌରାଷ୍ଟ୍ର ଓ କଚ୍ଛରେ ସ୍ୱାଭାବିକ ଠାରୁ ୫୮ ପ୍ରତିଶତ କମ୍ ବର୍ଷା ହୋଇଥିବା ବେଳେ ଲାକ୍ଷାଦ୍ୱୀପରେ ସ୍ୱାଭାବିକ ଠାରୁ ୧୭ ପ୍ରତିଶତ ଅଧିକ ବର୍ଷା ହୋଇଛି।

ତେବେ ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ, ଓଡ଼ିଶାରେ ବର୍ଷାର ପରିମାଣ ସ୍ୱାଭାବିକଠାରୁ ୩୧ ପ୍ରତିଶତ କମ୍ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story