୨୪ ଘଣ୍ଟା ମଧ୍ୟରେ ବର୍ଷା
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପୁଣି ଆସୁଛି ବର୍ଷା। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ହୋଇପାରେ। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ବିଶେଷ କରି ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ହୋଇପାରେ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।
ଗତକାଲି ମଧ୍ୟ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ହୋଇଥିବା ସୂଚନା ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।