ବସ୍‌-ଟ୍ରାକ୍ଟର ମୁହାଁମୁହିଁ ଧକ୍କା: ୫ମୃତ, ୫ ଆହତ

ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲା ବାଦାମପାହାଡ଼ ଥାନା ଖେରଣା ଜଙ୍ଗଲୀ ରାସ୍ତାରେ ଆଜି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌-ଟ୍ରାକ୍ଟର ମୁହାଁମୁହିଁ ଧକ୍କା ହେବା ଫଳରେ ୫ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ୧୫ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ବାଦାମପାହାଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକଙ୍କ ପରିବାର ଦୁଇ ଲକ୍ଷ ଟଙ୍କା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ମା’ ତାରିଣୀ ନାମକ ଏକ ଘରୋଇ ବସ୍‌ ରାଇରଙ୍ଗପୁରରୁ ଯଶୀପୁର ଅଭିମୁଖେ ଯାଉଥିବା ବେଳେ ବିପରିତ ଦିଗରୁ […]

bus accident

bus accident

Rakesh Mallick
  • Published: Tuesday, 04 April 2017
  • Updated: 04 April 2017, 05:18 PM IST

ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲା ବାଦାମପାହାଡ଼ ଥାନା ଖେରଣା ଜଙ୍ଗଲୀ ରାସ୍ତାରେ ଆଜି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌-ଟ୍ରାକ୍ଟର ମୁହାଁମୁହିଁ ଧକ୍କା ହେବା ଫଳରେ ୫ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ୧୫ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ବାଦାମପାହାଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକଙ୍କ ପରିବାର ଦୁଇ ଲକ୍ଷ ଟଙ୍କା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

ମା’ ତାରିଣୀ ନାମକ ଏକ ଘରୋଇ ବସ୍‌ ରାଇରଙ୍ଗପୁରରୁ ଯଶୀପୁର ଅଭିମୁଖେ ଯାଉଥିବା ବେଳେ ବିପରିତ ଦିଗରୁ ଆସୁଥିବା ଏକ ଟ୍ରାକ୍ଟର ଧକ୍କା ଦେଇଥିଲା। ଦୁର୍ଘଟଣା ସମ୍ପର୍କରେ ଖବର ପାଇ ଅତିରିକ୍ତ ଏସ୍‌ପି, ଏସ୍‌ଡିପିଓ ଓ ଅଗ୍ନିଶମ କର୍ମଚାରୀମାନେ ଘଟଣା ସ୍ଥାନରେ ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିଲେ। ମୃତ ଓ ଆହତଙ୍କୁ କ୍ଷତିପୂରଣ ଦାବିରେ ଦୁର୍ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା।  ଉତ୍ତ୍ୟକ୍ତ ଲୋକେ ଯଶୀପୁର-ରାଇରଙ୍ଗପୁର ମୁଖ୍ୟରାସ୍ତା ଅବରୋଧ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story