ରାଜା ଆଚାର୍ଯ୍ୟ ଗିରଫ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଦାଦାବଟି ଜୁଲମ ଅଭିଯୋଗରେ ଅଭିଯୋଗରେ ଗ୍ୟାଙ୍ଗଷ୍ଟର ରାଜା ଆଚାର୍ଯ୍ୟଙ୍କୁ ଗିରଫ କରିଛି କମିଶନରେଟ ପୁଲିସ୍‌। ରାଜାଙ୍କୁ କମିଶନରେଟ ପୋଲିସର ଆଣ୍ଟି ଏକ୍ସଟର୍ସନ ଉଇଙ୍ଗ୍ ଉଠାଇ ନେଇଥିବା ବେଳେ ଗିରଫ ପରେ କ୍ୟାପିଟାଲ ଥାନାରେ ତାଙ୍କୁ ଜେରା ଚାଲିଥିବା ଜଣାଯାଇଛି। ରାଜାଙ୍କ ସଂପର୍କରେ ସୂଚନା ଦେଇ  ପୁଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ କହିଛନ୍ତି, ସରକାରୀ ଜମିରେ ଘର ତିଆରି ନେଇ ଦାଦାବଟି ନେଉଥିଲା ରାଜା। ପ୍ରତି ମାସରେ ୨୦ ହଜାର ଟଙ୍କା ଦାଦାବଟି ଆଦାୟ କରୁଥିଲେ। […]

raja

raja

Niharika Rout
  • Published: Saturday, 17 October 2020
  • Updated: 17 October 2020, 01:32 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଦାଦାବଟି ଜୁଲମ ଅଭିଯୋଗରେ ଅଭିଯୋଗରେ ଗ୍ୟାଙ୍ଗଷ୍ଟର ରାଜା ଆଚାର୍ଯ୍ୟଙ୍କୁ ଗିରଫ କରିଛି କମିଶନରେଟ ପୁଲିସ୍‌। ରାଜାଙ୍କୁ କମିଶନରେଟ ପୋଲିସର ଆଣ୍ଟି ଏକ୍ସଟର୍ସନ ଉଇଙ୍ଗ୍ ଉଠାଇ ନେଇଥିବା ବେଳେ ଗିରଫ ପରେ କ୍ୟାପିଟାଲ ଥାନାରେ ତାଙ୍କୁ ଜେରା ଚାଲିଥିବା ଜଣାଯାଇଛି।

ରାଜାଙ୍କ ସଂପର୍କରେ ସୂଚନା ଦେଇ  ପୁଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ କହିଛନ୍ତି, ସରକାରୀ ଜମିରେ ଘର ତିଆରି ନେଇ ଦାଦାବଟି ନେଉଥିଲା ରାଜା। ପ୍ରତି ମାସରେ ୨୦ ହଜାର ଟଙ୍କା ଦାଦାବଟି ଆଦାୟ କରୁଥିଲେ।

ଦାଦାବଟି ଆଦାୟ କରୁଥିବା ଅଭିଯୋଗ ଆସିଲେ କାହାରିକୁ ଛଡ଼ାଯିବନି ବୋଲି ଚେତାବନୀ ଦେଇଛନ୍ତି କମିଶନର।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story