ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦାଦାବଟି ଜୁଲମ ଅଭିଯୋଗରେ ଅଭିଯୋଗରେ ଗ୍ୟାଙ୍ଗଷ୍ଟର ରାଜା ଆଚାର୍ଯ୍ୟଙ୍କୁ ଗିରଫ କରିଛି କମିଶନରେଟ ପୁଲିସ୍। ରାଜାଙ୍କୁ କମିଶନରେଟ ପୋଲିସର ଆଣ୍ଟି ଏକ୍ସଟର୍ସନ ଉଇଙ୍ଗ୍ ଉଠାଇ ନେଇଥିବା ବେଳେ ଗିରଫ ପରେ କ୍ୟାପିଟାଲ ଥାନାରେ ତାଙ୍କୁ ଜେରା ଚାଲିଥିବା ଜଣାଯାଇଛି।
ରାଜାଙ୍କ ସଂପର୍କରେ ସୂଚନା ଦେଇ ପୁଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ କହିଛନ୍ତି, ସରକାରୀ ଜମିରେ ଘର ତିଆରି ନେଇ ଦାଦାବଟି ନେଉଥିଲା ରାଜା। ପ୍ରତି ମାସରେ ୨୦ ହଜାର ଟଙ୍କା ଦାଦାବଟି ଆଦାୟ କରୁଥିଲେ।
ଦାଦାବଟି ଆଦାୟ କରୁଥିବା ଅଭିଯୋଗ ଆସିଲେ କାହାରିକୁ ଛଡ଼ାଯିବନି ବୋଲି ଚେତାବନୀ ଦେଇଛନ୍ତି କମିଶନର।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଖଣି ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ; ୭ଟି ସ୍ଥାନରେ ଚଢ଼ଉ
ପଦ୍ମନାଭ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Miscellaneous
ବାହାର ରାଜ୍ୟକୁ ଚାଲାଣ ହେଉଥିଲେ ୧୭ ଦାଦନ ଶ୍ରମିକ; ଅଟକାଇ ଦେଲା ପୁଲିସ୍
ଉଦ୍ଧାର ଶ୍ରମିକମାନଙ୍କ ମଧ୍ୟରେ ପୁରୁଷ ୭, ମହିଳା ୮ ଓ ଛୋଟଛୁଆ ୨ ଜଣ ଅଛନ୍ତି।
Events & Festivals
ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ
ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ।
Crime
ଭିଜିଲାନ୍ସ ଜାଲରେ କଲେଜ ଅଧ୍ୟକ୍ଷ; ମାଡ଼ି ବସିଲା ଭିଜିଲାନ୍ସ
ଗତକାଲି ସନ୍ଧ୍ୟାରେ ହୃଷିକେଷ ନଳିନୀଙ୍କୁ ଲାଞ୍ଚ ଟଙ୍କା ଦେବାବେଳେ ଭିଜିଲାନ୍ସ ତାଙ୍କୁ ମାଡ଼ି ବସିଥିଲା।