ରାଜଧାନୀରେ ଗୁଳିକାଣ୍ଡ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଅପରାଧିକ ଗୋଷ୍ଠୀଙ୍କ ମଧ୍ୟରେ ଛକାପଞ୍ଜ। ହୋଇ ଗୁଳିକାଣ୍ଡ ହୋଇଛି। ଗୁଳିମାଡ଼ରେ ଜଣେ ଦୁର୍ଦ୍ଦାନ୍ତ ଅପରାଧୀ ସାମନ୍ୟ ଆହତ ହୋଇଥିବା ଜଣା ପଡିଛି। ଘଟଣାଟି ଏୟାରଫିଲ୍ଡ ଥାନା ଅଧୀନ ଓରକଳ ଗାଁରେ ଘଟିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅନୁସନ୍ଧାନ ଆରମ୍ଭ କରିଛି।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।