‘ପଞ୍ଚାୟତିରାଜକୁ ବିଡିଓରାଜ କରିବା ପାଇଁ ଚକ୍ରାନ୍ତ କରୁଛନ୍ତି ରାଜ୍ୟ ସରକାର’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଞ୍ଚାୟତିରାଜ ବ୍ୟବସ୍ଥାକୁ ବିଡ଼ିଓ ରାଜରେ ପରିଣତ କରିବା ପାଇଁ ରାଜ୍ୟ ସରକାର ହୀନ ଚକ୍ରାନ୍ତ କରିଛନ୍ତି ଓ ଏହାକୁ ତୁରନ୍ତ ପ୍ରତ୍ୟାହାର କରିବାପାଇଁ ରାଜୀବ ଗାନ୍ଧି ପଞ୍ଚାୟତିରାଜ ସଂଗଠନ ପକ୍ଷରୁ ରାଜ୍ୟପାଳଙ୍କ ନିକଟରେ ଦାବି କରାଯାଇଛି। ରାଜୀବ ଗାନ୍ଧି ପଞ୍ଚାୟତିରାଜ ସଂଗଠନର ଓଡ଼ିଶା ଶାଖା ପକ୍ଷରୁ ଏକ ପ୍ରତିନିଧି ଦଳ ଆଜି ରାଜଭବନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲାଙ୍କୁ ଭେଟି ୬ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରିଛି। ରାଜୀବ ଗାନ୍ଧି ପଞ୍ଚାୟତିରାଜ ସଂଗଠନ, […]

aaa

aaa

Manoranjan Sial
  • Published: Friday, 06 March 2020
  • Updated: 07 March 2020, 04:41 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଞ୍ଚାୟତିରାଜ ବ୍ୟବସ୍ଥାକୁ ବିଡ଼ିଓ ରାଜରେ ପରିଣତ କରିବା ପାଇଁ ରାଜ୍ୟ ସରକାର ହୀନ ଚକ୍ରାନ୍ତ କରିଛନ୍ତି ଓ ଏହାକୁ ତୁରନ୍ତ ପ୍ରତ୍ୟାହାର କରିବାପାଇଁ ରାଜୀବ ଗାନ୍ଧି ପଞ୍ଚାୟତିରାଜ ସଂଗଠନ ପକ୍ଷରୁ ରାଜ୍ୟପାଳଙ୍କ ନିକଟରେ ଦାବି କରାଯାଇଛି।

ରାଜୀବ ଗାନ୍ଧି ପଞ୍ଚାୟତିରାଜ ସଂଗଠନର ଓଡ଼ିଶା ଶାଖା ପକ୍ଷରୁ ଏକ ପ୍ରତିନିଧି ଦଳ ଆଜି ରାଜଭବନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲାଙ୍କୁ ଭେଟି ୬ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରିଛି। ରାଜୀବ ଗାନ୍ଧି ପଞ୍ଚାୟତିରାଜ ସଂଗଠନ, ଓଡ଼ିଶାର ଆବାହକ ସୁଦର୍ଶନ ଦାସଙ୍କ ନେତୃତ୍ୱରେ ପ୍ରତିନିଧି ଦଳ ରାଜ୍ୟପାଳଙ୍କୁ ଭେଟି ରାଜ୍ୟରେ ପଞ୍ଚାୟତିରାଜ ବ୍ୟବସ୍ଥାକୁ କିଭଳି ଭୂଲୁଣ୍ଠିତ କରାଯାଉଛି ତାହା ଜଣାଇଛନ୍ତି।

ଗତ ଫେବୃୟାରୀ ୧୭ ତାରିଖରେ ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ବିଭାଗ ସଚିବ ଡିକେ ସିଂହ ଜିଲ୍ଲାପାଳମାନଙ୍କୁ ପଠାଇଥିବା ଚିଠିରେ ବିଡିଓଙ୍କ ଦସ୍ତଖତ ବିନା ପଞ୍ଚାୟତର କୌଣସି ପ୍ରକଳ୍ପ ଅନୁମୋଦିତ ହୋଇପାରିବ ନାହିଁ କିମ୍ବା ଅର୍ଥ ରାଶି କାହାକୁ ସେ ବାବଦକୁ ଦିଆଯାଇ ପାରିବ ନାହିଁ ବୋଲି କହିଛନ୍ତି। ଏହି ଚିଠିରୁ ପଂଚାୟତ ବ୍ୟବସ୍ଥା ପ୍ରତି ରାଜ୍ୟ ସରକାରଙ୍କର ଆଭିମୁଖ୍ୟ କ’ଣ ତା’ର ପ୍ରମାଣ ମିଳୁଛି। ତେଣୁ ଏହି ଚିଠିକୁ ତୁରନ୍ତ ପ୍ରତ୍ୟାହାର ପାଇଁ ସଂଗଠନ ପକ୍ଷରୁ ଦାବି କରାଯାଇଛି। କାରଣ ବିଜେଡ଼ି ସରକାର ପଞ୍ଚାୟତିରାଜ ବ୍ୟବସ୍ଥାକୁ ବିଡ଼ିଓ ରାଜରେ ପରିଣତ କରିବାକୁ ଅପଚେଷ୍ଟା ଚଳାଇଛନ୍ତି।

ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପଞ୍ଚାୟତ ପ୍ରତିନିଧିଙ୍କ ସମେତ ଜିଲ୍ଲା କଂଗ୍ରେସ କମିଟିର ନେତାମାନେ ଜିଲ୍ଲାପାଳଙ୍କ ମାଧ୍ୟମରେ ଓଡ଼ିଶାର ରାଜ୍ୟପାଳଙ୍କୁ ୬ଦଫା ଦାବି ସମ୍ବଳିତ ଦାବିପତ୍ର ପ୍ରଦାନ କରିଥିଲେ। ଆଜି ମାର୍ଚ୍ଚ ୬ ତାରିଖରେ ଭୁବନେଶ୍ୱରଠାରେ ପଞ୍ଚାୟତିରାଜ ପ୍ରତିନିଧି ଓ ରାଜୀବ ଗାନ୍ଧି ପଞ୍ଚାୟତ ସଂଗଠନର କର୍ମକର୍ତ୍ତାମାନେ ରାଜ୍ୟପାଳଙ୍କୁ ଭେଟି ୬ ଦଫା ଦାବିପତ୍ର ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ର ସରକାରଙ୍କର ସଂପୃକ୍ତ ବିଭାଗକୁ ଏହି ଦାବିପତ୍ର ପଠାଇବା ସହିତ ତୁରନ୍ତ ପଦକ୍ଷେପ ନେବେ ବୋଲି ରାଜ୍ୟପାଳ ଆଶ୍ୱାସନା ଦେଇଥିବା ପ୍ରତିନିଧିମଣ୍ଡଳୀ ପକ୍ଷରୁ କୁହାଯାଇଛି।

ଆଜିର ଏହି ପ୍ରତିନିଧି ଦଳରେ ଅନ୍ୟମାନଙ୍କ ମଧ୍ୟରେ ଶୁଭେନ୍ଦୁ ମହାନ୍ତି, ମନୋରଞ୍ଜନ ଦାଶ, ପ୍ରକାଶ ମିଶ୍ର, ଦୀପକ ସାହୁ, ଦୀପକ ମହାପାତ୍ର,ସୁଭାଷ ପ୍ରଧାନ, ଓଡ଼ିଶା ସଂରପଂଚ ମହାସଂଘ ସଭାପତି ପ୍ରଦ୍ୟୁମ୍ନ ଜେନା, ସମିତି ସଭ୍ୟ ମହାସଂଘର କାର୍ଯ୍ୟକାରୀ ସଭାନେତ୍ରୀ ବିଷ୍ଣୁପ୍ରିୟା ଚାନ୍ଦ, ନରେଶ ମହାନ୍ତି, ସତ୍ୟସ୍ମିତ ମହାନ୍ତି, ଶ୍ରୀୟାସ୍ମିତା ପଣ୍ଡା, ମୋହନ ଜେନା, ବିଜୟାନନ୍ଦ ଚାଉଳିଆ, ରଜନୀ ମହାନ୍ତି, ନିରଞ୍ଜନ ନାୟକ, ମହେଶ୍ୱର ପ୍ରଧାନ, ମାନସ ମଲ୍ଲିକ, ପିତବାସ ବେହେରା, ବିଜୟ ପ୍ରଧାନ, ମାନଭଞ୍ଜନ ରାଉତ ପ୍ରମୁଖ ସାମିଲ ହୋଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story