ପ୍ରାର୍ଥୀପତ୍ର ଦାଖଲ କଲେ ରାଜକିଶୋର ବେହେରା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନ ପାଇଁ ବିଜେପି ପକ୍ଷରୁ ପ୍ରାର୍ଥୀ ହୋଇଥିବା ରାଜକିଶୋର ବେହେରା ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ସେ ନାମାଙ୍କନ ପତ୍ର ଦାଖଲ କରିଥିଲେ। ଏହି ଅବସରରେ ଜିଲ୍ଲା ବିଜେପି ସଭାପତି ସତ୍ୟବ୍ରତ ମହାପାତ୍ର ଉପସ୍ଥିତ ଥିଲେ। କୋଭିଡ୍ କଟକଣା ଯୋଗୁ ରାଜକିଶୋର ନିରାଡ଼ମ୍ବର ଭାବେ ଚାଲିଚାଲି ଆସି ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ଅନ୍ୟ କୌଣସି ରାଜନୈତିକ ଦଳ ପ୍ରାର୍ଥୀ ଘୋଷଣା କରିନଥିବା ବେଳେ […]

rajkishore

rajkishore

Ranjit Kumar Jena
  • Published: Monday, 12 October 2020
  • Updated: 12 October 2020, 04:19 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନ ପାଇଁ ବିଜେପି ପକ୍ଷରୁ ପ୍ରାର୍ଥୀ ହୋଇଥିବା ରାଜକିଶୋର ବେହେରା ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ସେ ନାମାଙ୍କନ ପତ୍ର ଦାଖଲ କରିଥିଲେ। ଏହି ଅବସରରେ ଜିଲ୍ଲା ବିଜେପି ସଭାପତି ସତ୍ୟବ୍ରତ ମହାପାତ୍ର ଉପସ୍ଥିତ ଥିଲେ।

କୋଭିଡ୍ କଟକଣା ଯୋଗୁ ରାଜକିଶୋର ନିରାଡ଼ମ୍ବର ଭାବେ ଚାଲିଚାଲି ଆସି ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ଅନ୍ୟ କୌଣସି ରାଜନୈତିକ ଦଳ ପ୍ରାର୍ଥୀ ଘୋଷଣା କରିନଥିବା ବେଳେ ବିଜେପି ନାମାଙ୍କନ ପତ୍ର ଦାଖଲ କରି ଏକ୍ଷେତ୍ରରେ ଆଗରେ ରହିଛି। ବିଜେଡି ସରକାରର ବିଫଳତା ଓ ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀରେ ଥିବା ବିଭିନ୍ନ ପ୍ରସଙ୍ଗକୁ ନେଇ ନିର୍ବାଚନ ଲଢିବେ ବୋଲି କହିଛନ୍ତି ବିଜେପି ପ୍ରାର୍ଥୀ ରାଜକିଶୋର ବେହେରା।

ଲୋକେ ବିଜେଡିର ମିଥ୍ୟା ପ୍ରତିଶ୍ରୁତିକୁ ପ୍ରତ୍ୟାଖ୍ୟାନ କରି ବିଜେପିକୁ ଭୋଟ ଦେବେ ବୋଲି ଓ ବିଜେପି ବିଜୟୀ ହେବ ବୋଲି ଜିଲ୍ଲା ବିଜେପି ସଭାପତି ସତ୍ୟବ୍ରତ ମହାପାତ୍ର କହିଛନ୍ତି। ଗତକାଲି ବିଜେପି ରାଜକିଶୋର ବେହେରାଙ୍କୁ ତିର୍ତ୍ତୋଲ ପାଇଁ ପ୍ରାର୍ଥୀ ଘୋଷଣା କରିଥିଲା। ତେବେ ବିଜେପିର ଅଭିଯୋଗ ଉପରେ ବିଜେଡିର ପ୍ରତିକ୍ରିୟା ମିଳିପାରିନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story