ରାଜ୍ୟରେ ଡେଙ୍ଗୁ ଆତଙ୍କ: କେନ୍ଦୁଝରରେ ସ୍ଥିତି ଅସମ୍ଭାଳ

କେନ୍ଦୁଝର: ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଆଜି ସୁଦ୍ଧା ସାରା ରାଜ୍ୟରେ ୨ଶହରୁ ଅଧିକ ଡେଙ୍ଗୁରେ ଆକ୍ରାନ୍ତ ହୋଇଥିବା ବେଳେ କେନ୍ଦୁଝର ଜିଲ୍ଲାରେ ସ୍ଥିତି ଅସମ୍ଭାଳ ହୋଇପଡ଼ିଛି। ଜିଲ୍ଲାରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୧୬୨ରେ ପହଞ୍ଚିଛି। କଟକ ବଡ଼ ମେଡିକାଲରେ ୧୨ ଜଣ ଡେଙ୍ଗୁ ରୋଗୀଙ୍କ ଚିକିତ୍ସା ଚାଲିଥିବା ବେଳେ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଆଇସିୟୁରେ ଅଛନ୍ତି। ଗତକାଲି ସ୍ୱାସ୍ଥ୍ୟମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଡେଙ୍ଗୁ ସ୍ଥିତିର ସମୀକ୍ଷା କରିଛନ୍ତି। ଡେଙ୍ଗୁ ମୁକାବିଲା ଓ […]

dengu

dengu

Rakesh Mallick
  • Published: Tuesday, 05 July 2016
  • Updated: 05 July 2016, 09:59 AM IST

Sports

Latest News

କେନ୍ଦୁଝର: ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଆଜି ସୁଦ୍ଧା ସାରା ରାଜ୍ୟରେ ୨ଶହରୁ ଅଧିକ ଡେଙ୍ଗୁରେ ଆକ୍ରାନ୍ତ ହୋଇଥିବା ବେଳେ କେନ୍ଦୁଝର ଜିଲ୍ଲାରେ ସ୍ଥିତି ଅସମ୍ଭାଳ ହୋଇପଡ଼ିଛି। ଜିଲ୍ଲାରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୧୬୨ରେ ପହଞ୍ଚିଛି। କଟକ ବଡ଼ ମେଡିକାଲରେ ୧୨ ଜଣ ଡେଙ୍ଗୁ ରୋଗୀଙ୍କ ଚିକିତ୍ସା ଚାଲିଥିବା ବେଳେ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଆଇସିୟୁରେ ଅଛନ୍ତି।

ଗତକାଲି ସ୍ୱାସ୍ଥ୍ୟମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଡେଙ୍ଗୁ ସ୍ଥିତିର ସମୀକ୍ଷା କରିଛନ୍ତି। ଡେଙ୍ଗୁ ମୁକାବିଲା ଓ ପ୍ରତିଷେଧକ ପାଇଁ ପଦକ୍ଷେପ ନେବାକୁ ରାଜ୍ୟସ୍ତରୀୟ ଟାସ୍କ ଫୋର୍ସକୁ ନିର୍ଦ୍ଦେଶ ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos