ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟସଭା ନିର୍ବାଚନ ପାଇଁ ଆଜିଠାରୁ ଆରମ୍ଭ ହେଉଛି ନାମାଙ୍କନ ପ୍ରକ୍ରିୟା। ଏହା ମେ’ ୩୧ ତାରିଖ ଯାଏ ଜାରି ରହିବ। ଓଡ଼ିଶାର ଖାଲିଥିବା ୩ଟି ସିଟ୍ ପାଇଁ ବିଜେଡି ପାଖରେ ରହିଛି ଆବଶ୍ୟକ ବିଧାୟକ ସଂଖ୍ୟା। ତେଣୁ ନିର୍ଦ୍ୱନ୍ଦ୍ୱରେ ପ୍ରଥମ ଭୋଟରେ ୩ ପ୍ରାର୍ଥୀ ବିଜୟୀ ହୋଇପାରନ୍ତି। ତେବେ ଦଳ ପକ୍ଷରୁ କିଏ ପ୍ରାର୍ଥୀ ହେବ ତାହା ଏଯାଏଁ ସ୍ଥିର ହୋଇନି।
ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଖୁବଶୀଘ୍ର ଏନେଇ ସରପ୍ରାଇଜ୍ ଦେଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ପୂର୍ବ ନିର୍ବାଚନରେ ମହିଳାଙ୍କୁ ଅଗ୍ରାଧିକାର ଦେଉଥିବା ବିଜେଡି ଏଥର ମଧ୍ୟ ଏକାଧିକ ମହିଳାଙ୍କୁ ରାଜ୍ୟ ସଭା ପଠାଇବ ବୋଲି ଆଶା ରଖିଛନ୍ତି ବିଧାୟିକା ଉଷା ଦେବୀ।
ବିଧାୟିକା ଉଷା ଦେବୀ କହିଛନ୍ତି, ସବୁଥର ମୁଖ୍ୟମନ୍ତ୍ରୀ ମହିଳାମାନଙ୍କୁ ଗୁରୁତ୍ୱ ଦେଇଛନ୍ତି। ଏଥର ବି ସେ ଦେବେ। ୩ଜଣ ମହିଳା ରାଜ୍ୟ ସଭାକୁ ଗଲେ ଭଲ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।