Advertisment

ରାଜ୍ୟସଭା ନିର୍ବାଚନ ପାଇଁ ଆଜିଠୁ ନାମାଙ୍କନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟସଭା ନିର୍ବାଚନ ପାଇଁ ଆଜିଠାରୁ ଆରମ୍ଭ ହେଉଛି ନାମାଙ୍କନ ପ୍ରକ୍ରିୟା।  ଏହା ମେ’ ୩୧ ତାରିଖ ଯାଏ ଜାରି ରହିବ।  ଓଡ଼ିଶାର ଖାଲିଥିବା ୩ଟି ସିଟ୍ ପାଇଁ ବିଜେଡି ପାଖରେ ରହିଛି ଆବଶ୍ୟକ ବିଧାୟକ ସଂଖ୍ୟା। ତେଣୁ ନିର୍ଦ୍ୱନ୍ଦ୍ୱରେ ପ୍ରଥମ ଭୋଟରେ ୩ ପ୍ରାର୍ଥୀ ବିଜୟୀ ହୋଇପାରନ୍ତି।  ତେବେ ଦଳ ପକ୍ଷରୁ କିଏ ପ୍ରାର୍ଥୀ ହେବ ତାହା ଏଯାଏଁ ସ୍ଥିର ହୋଇନି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଖୁବଶୀଘ୍ର ଏନେଇ ସରପ୍ରାଇଜ୍ ଦେଇପାରନ୍ତି […]

author-image
Tapaswini Nayak
ଅଦ୍ୟତନ ହୋଇଛି
ରାଜ୍ୟସଭା ନିର୍ବାଚନ ପାଇଁ ଆଜିଠୁ ନାମାଙ୍କନ

rajya-sabha

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟସଭା ନିର୍ବାଚନ ପାଇଁ ଆଜିଠାରୁ ଆରମ୍ଭ ହେଉଛି ନାମାଙ୍କନ ପ୍ରକ୍ରିୟା।  ଏହା ମେ’ ୩୧ ତାରିଖ ଯାଏ ଜାରି ରହିବ।  ଓଡ଼ିଶାର ଖାଲିଥିବା ୩ଟି ସିଟ୍ ପାଇଁ ବିଜେଡି ପାଖରେ ରହିଛି ଆବଶ୍ୟକ ବିଧାୟକ ସଂଖ୍ୟା। ତେଣୁ ନିର୍ଦ୍ୱନ୍ଦ୍ୱରେ ପ୍ରଥମ ଭୋଟରେ ୩ ପ୍ରାର୍ଥୀ ବିଜୟୀ ହୋଇପାରନ୍ତି।  ତେବେ ଦଳ ପକ୍ଷରୁ କିଏ ପ୍ରାର୍ଥୀ ହେବ ତାହା ଏଯାଏଁ ସ୍ଥିର ହୋଇନି।

Advertisment

ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଖୁବଶୀଘ୍ର ଏନେଇ ସରପ୍ରାଇଜ୍ ଦେଇପାରନ୍ତି ବୋଲି ଚର୍ଚ୍ଚା ହେଉଛି।  ପୂର୍ବ ନିର୍ବାଚନରେ ମହିଳାଙ୍କୁ ଅଗ୍ରାଧିକାର ଦେଉଥିବା ବିଜେଡି ଏଥର ମଧ୍ୟ ଏକାଧିକ ମହିଳାଙ୍କୁ ରାଜ୍ୟ ସଭା ପଠାଇବ ବୋଲି ଆଶା ରଖିଛନ୍ତି ବିଧାୟିକା ଉଷା ଦେବୀ।

ବିଧାୟିକା ଉଷା ଦେବୀ କହିଛନ୍ତି, ସବୁଥର ମୁଖ୍ୟମନ୍ତ୍ରୀ ମହିଳାମାନଙ୍କୁ ଗୁରୁତ୍ୱ ଦେଇଛନ୍ତି। ଏଥର ବି ସେ ଦେବେ। ୩ଜଣ ମହିଳା ରାଜ୍ୟ ସଭାକୁ ଗଲେ ଭଲ।

Advertisment
Rajya Sabha Election