ଭୁବନେଶ୍ୱର: ରାଜ୍ୟ ବିଜେପି ସଭାପତି କନକବର୍ଦ୍ଧନ ସିଂହ ଦେଓ ବିଭିନ୍ନ ବିଭାଗର କେନ୍ଦ୍ରମନ୍ତ୍ରୀମାନଙ୍କୁ ଭେଟି ରାଜ୍ୟର ସ୍ୱାର୍ଥ ସମ୍ପର୍କରେ ଆଲୋଚନା କରିଛନ୍ତି । ବେଲବାହାଳି ପ୍ରସଙ୍ଗ, ବିଟିଏସ୍ ପ୍ରସଙ୍ଗ, ଶକ୍ତି କ୍ଷେତ୍ରରେ ଉନ୍ନତି, କୋରାପୁଟ ସେଣ୍ଟ୍ରାଲ ୟୁନିଭରସିଟି ଆଦି ପ୍ରସଙ୍ଗରେ ସମ୍ପୃକ୍ତ ବିଭାଗର ମନ୍ତ୍ରୀମାନଙ୍କ ସହ ଆଲୋଚନା କରିଥିଲେ । ରାଜ୍ୟର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏହି ପ୍ରସଙ୍ଗଗୁଡିକ ଉପରେ ବିଚାର କରିବାକୁ ସେ ବିଭାଗୀୟ ମନ୍ତ୍ରୀମାନଙ୍କୁ କହିଥିଲେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
‘ସୁଭଦ୍ରା ପୋର୍ଟାଲରେ OPT OUT ହୋଇଥିଲେ ପୁଣି କରିହେବ Log In’
OPT OUT ହୋଇଥିବା ଲୋକଙ୍କ ପାଇଁ ସୁଭଦ୍ରା ପୋର୍ଟାରଲେ ପୁଣି ଥରେ ଲଗ୍ ଇନ ସହ ଅପ୍ଟ ଇନର ବ୍ୟବସ୍ଥା କରାଯାଇଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।
Accident
ତେଲେଙ୍ଗାନାରେ ଟ୍ରକ୍କୁ ପିଟିଲା ବସ୍, ୪ ଓଡ଼ିଆ ମୃତ
ଏକ ଟ୍ରକ୍ ପଛରେ ଏକ ବସ୍ ପିଟି ହେବାରୁ ଏହି ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା ମିଳିଛି।
Accident
ଏସକେ ମାର୍ଟରେ ଲାଗିଲା ନିଆଁ, ଆଖି ପିଛୁଳାକେ ସବୁ ଜଳିଗଲା
ରାୟଗଡ଼ା ଏସକେ ମାର୍ଟରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ଲକ୍ଷାଧିକ ଟଙ୍କାର ଲୁଗା । କନଭେଣ୍ଟ ସ୍କୁଲ ଛକରେ ଥିବା ୪ ମହଲା ବିଶିଷ୍ଟ ଏସକେ ମାର୍ଟରେ ନିଆଁ ଲାଗିଛି ।
Events & Festivals
ଆଜି ଉଦଯାପିତ ହେବ ପ୍ରବାସୀ ଭାରତୀୟ ସମ୍ମେଳନ, ସାମିଲ ହେବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ସମ୍ମେଳନରେ ସାମିଲ ହେବା ଲାଗି ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗ ଦେବେ ମହାମହିମ।
Politics
ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ଥାନାରେ ଅଟକ, କହିଲେ- ଏପରି ଗଣତନ୍ତ୍ର ଚଳିବ ନାହିଁ
ଆଜି ଝାରସୁଗୁଡ଼ା ଜିଲ୍ଲା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ଅଛି । ତା’ ପୂର୍ବରୁ ବିଶାଳ ଦାସଙ୍କୁ ଅଟକ ରଖିଛି ଛତିଶଗଡ଼ ପୁଲିସ ।ପୁଲିସର କାର୍ଯ୍ୟାନୁଷ୍ଠାନକୁ ବେଆଇନ ବୋଲି କହିବା ସହ ଏହାର ପ୍ରତିବାଦ କରିଛନ୍ତି ବିଶାଲ ଦାସ ।