ମାର୍ଚ୍ଚ ୨୬ରେ ୫୫ ରାଜ୍ୟସଭା ଆସନ ପାଇଁ ନିର୍ବାଚନ

ନୂଆଦିଲ୍ଲୀ/ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟସଭାର ୫୫ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୨୬ରେ ହେବ ନିର୍ବାଚନ। ଏନେଇ ଭାରତୀୟ ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି । ଖାଲି ହେଉଥିବା ୫୫ ରାଜ୍ୟସଭା ଆସନ ମଧ୍ୟରୁ ଓଡ଼ିଶାର ୪ଟି ସିଟ୍‌ ରହିଛି। ଏହି ନିର୍ବାଚନ ପାଇଁ ମାର୍ଚ୍ଚ ୬ରେ ବିଜ୍ଞପ୍ତି ପ୍ରକାଶ ପାଇବ। ମାର୍ଚ୍ଚ ୧୩ ତାରିଖରେ ନାମାଙ୍କନ ଦାଖଲର ଶେଷ ଦିନ ରହିଛି । ମାର୍ଚ୍ଚ ୨୬ ତାରିଖରେ ୫୫ ଜଣ ରାଜ୍ୟସଭା ଆସନ ପାଇଁ ହେବ […]

rajyasabha

rajyasabha

Niharika Rout
  • Published: Tuesday, 25 February 2020
  • Updated: 25 February 2020, 10:36 AM IST

Sports

Latest News

ନୂଆଦିଲ୍ଲୀ/ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟସଭାର ୫୫ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୨୬ରେ ହେବ ନିର୍ବାଚନ। ଏନେଇ ଭାରତୀୟ ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି । ଖାଲି ହେଉଥିବା ୫୫ ରାଜ୍ୟସଭା ଆସନ ମଧ୍ୟରୁ ଓଡ଼ିଶାର ୪ଟି ସିଟ୍‌ ରହିଛି।

ଏହି ନିର୍ବାଚନ ପାଇଁ ମାର୍ଚ୍ଚ ୬ରେ ବିଜ୍ଞପ୍ତି ପ୍ରକାଶ ପାଇବ। ମାର୍ଚ୍ଚ ୧୩ ତାରିଖରେ ନାମାଙ୍କନ ଦାଖଲର ଶେଷ ଦିନ ରହିଛି । ମାର୍ଚ୍ଚ ୨୬ ତାରିଖରେ ୫୫ ଜଣ ରାଜ୍ୟସଭା ଆସନ ପାଇଁ ହେବ ଭୋଟ ଗ୍ରହଣ ।

ସକାଳ ୯ଟାରୁ ଅପରାହ୍ନ ୪ ମଧ୍ୟରେ ଭୋଟ ଗ୍ରହଣ ହେବା ସହ ସନ୍ଧ୍ୟା ୫ଟାରେ ଫଳାଫଳ ଘୋଷଣା ହେବ । ଏହାସହ ମାର୍ଚ୍ଚ ୩୦ ସୁଦ୍ଧା ନିର୍ବାଚନର ସମସ୍ତ ପ୍ରକ୍ରିୟା ଶେଷ ହେବ । ୧୭ଟି ରାଜ୍ୟର ୫୫ ଜଣ ରାଜ୍ୟସଭା ସାଂସଦଙ୍କ କାର୍ଯ୍ୟକାଳ ଏପ୍ରିଲ ମାସରେ ଶେଷ ହେଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story