ନୂଆଦିଲ୍ଲୀ: ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ନେତୃତ୍ୱରେ ଓଡ଼ିଶା ବିଧାନସଭାର ଏଥିକ୍ସ କମିଟିର ସଦସ୍ୟମାନେ ଗୁରୁବାର ଭଟିଥିଲେ ରାଜ୍ୟସଭାର ଏଥିକ୍ସ କମିଟି ଅଧ୍ୟକ୍ଷ ଡ. କରନ ସିଂଙ୍କୁ। ଏହି ସାକ୍ଷାତକାର ବେଳେ ସଦସ୍ୟମାନେ ଡ. ସିଂଙ୍କ ସହିତ କନଫ୍ଲିକ୍ଟ ଅଫ୍ ଇନଟ୍ରେଷ୍ଟ୍ ସହିତ ଅନ୍ୟାନ୍ୟ ପ୍ରସଙ୍ଗରେ ଆଲୋଚନା କରିଥିଲେ। ରଣେନ୍ଦ୍ରଙ୍କ ନେତୃତ୍ୱରେ ଯାଇଥିବା ଏହି କମିଟିର ଅନ୍ୟ ସଦସ୍ୟମାନେ ହେଲେ କଂଗ୍ରେସ ବିଧାୟକ ପ୍ରକାଶ ବହେରା, ବିଜେଡି ବିଧାୟକ ସୂର୍ଯ୍ୟ ପାତ୍ର ଓ ଅନନ୍ତ ଦାସ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।
Crime
୧୦ ଘଣ୍ଟା ପରେ ଅପହୃତା ଯୁବତୀ ଉଦ୍ଧାର, ଚାଲିଛି ପଚରାଉଚରା
ଲୁମ୍ବିନୀ ବିହାର ଅଞ୍ଚଳରୁ ଅପହରଣ ହୋଇଥିବା ଯୁବତୀଙ୍କୁ ପ୍ରାୟ ୧୦ ଘଣ୍ଟା ପରେ ଭୁବନେଶ୍ୱର ଭିତରୁ ଉଦ୍ଧାର କରିଛି ପୁଲିସ୍। ଉଦ୍ଧାର ଯୁବତୀଙ୍କୁ ମୈତ୍ରିବିହାର ଥାନାରେ ପଚରାଉଚରା କରାଯାଉଛି।
Miscellaneous
ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ
ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ ମାସରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର।
Crime
ରାଜଧାନୀରେ ଚାଞ୍ଚଲ୍ୟ; ପୁରୁଷ ବନ୍ଧୁଙ୍କୁ ହାଣି ଯୁବତୀଙ୍କୁ ଟେକିନେଲେ
ଯୁବତୀଙ୍କ ପୁରୁଷ ବନ୍ଧୁ ବାରଣ କରିବାରୁ ସେମାନେ ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଏହାପରେ ଯୁବତୀଙ୍କୁ ଅପହରଣ କରି ନେଇ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିବା ଅଭିଯୋଗ ହୋଇଛି।